June 29, 2025 8:13 pm

ରାଜଧାନୀରେ କାୟା ବିସ୍ତାର କରୁଛି ଡେଙ୍ଗୁ

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ଷା ଆରମ୍ଭ ହେଉଛି, ତେଣୁ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୧୦୦ ଛୁଇଁଲାଣି। କେବଳ ଜୁନ୍‌ ମାସରେ ବହୁସଂଖ୍ୟକ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ଷ ଆରମ୍ଭରୁ ସଂଖ୍ୟା ବଢ଼ିଲାଣି । ଆଗକୁ ପରିସ୍ଥିତି ଅସମ୍ଭାଳ ହେବା ଆଶଙ୍କା ରହିଛି। ଏପ୍ରିଲ ମାସରେ ମାତ୍ର ୬ ଜଣ ରୋଗୀ ଚିହ୍ନଟ ହୋଇଥିଲେ। ମେ ମାସରେ ସଂଖ୍ୟା ୧୪ । ଜୁନ୍‌ ମାସ ଶେଷ … Read more

ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ତାଣ୍ଡବ ; ୯ ଶ୍ରମିକ ନିଖୋଜ

ଉତ୍ତରାଖଣ୍ଡ: ପାହାଡିଆ ରାଜ୍ୟରେ ଲଗାତାର ବର୍ଷା ଯୋଗୁଁ ବିନାଶ ଦେଖାଯାଉଛି। ପ୍ରଥମେ ହିମାଚଳର କାଙ୍ଗଡ଼ା ଏବଂ କୁଲୁ, ଏବେ ଉତ୍ତରାଖଣ୍ଡର ଉତ୍ତରକାଶୀରେ ବର୍ଷା ଏକ ବିପର୍ଯ୍ୟୟ ପାଲଟିଛି। ଉତ୍ତରକାଶୀର ବାରକୋଟ-ଯମୁନୋତ୍ରୀ ରାସ୍ତାରେ ବାଲିଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଯାହା ବିପୁଳ କ୍ଷତି କରିଛି। ପାଣିର ଦ୍ରୁତ ପ୍ରବାହ ଯୋଗୁଁ ଏଠାରେ ଏକ ନିର୍ମାଣାଧୀନ ହୋଟେଲ ସ୍ଥାନରେ କାମ କରୁଥିବା ୮ ରୁ ୯ ଜଣ ଶ୍ରମିକ ନିଖୋଜ ଅଛନ୍ତି l ସୂଚନା ପାଇବା ମାତ୍ରେ SDRF … Read more

ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୁରୀ ଶରଧାବାଲିରେ ଠେଲାପେଲା ଘଟଣାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ଷମା ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ଏ ଘଟଣାରେ ମୁଁ ଓ ମୋ ସରକାର କ୍ଷମା ମାଗୁଛୁ ବୋଲି କହିଛନ୍ତି ମୋହନ ମାଝୀ । ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ନେଇ କହିଲେ ମୁଖ୍ୟମନ୍ତ୍ରୀ । ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁ … Read more

ଶରଧାବାଲିରେ ଠେଲାପେଲା ୩ ଶ୍ରଦ୍ଧାଳୁ ମୃତ

ପୁରୀରେ ବଡ ଅଘଟଣ l ଶରଧାବାଲିରେ ଠେଲାପେଲାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି। ଦଶ ରୁ ଉର୍ଦ୍ଧ ଆହତ ହୋଇଛନ୍ତି l ରଥ ସାମ୍ନାରେ ହୋଇଛି ଠେଲାପେଲା। ଆଜି ଭୋର ୪ ଟା ୫୦ରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ପୁରୀ ହସ୍ପିଟାଲ ଅଧୀକ୍ଷକ ଡାକ୍ତର ପବିତ୍ର ମୋହନ ମଲ୍ଲିକ। ସେହିପରି ଅନ୍ୟ ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ … Read more

ଆଇପିଏସ ପରାଗ ଜୈନ ହେଲେ ନୂତନ RAW ମୁଖ୍ୟ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୧୯୮୯ ବ୍ୟାଚ୍ ର ପଞ୍ଜାବ କ୍ୟାଡରର IPS ଅଧିକାରୀ ହେଉଛନ୍ତି ପରାଗ ଜୈନ । ତାଙ୍କୁ ରିସର୍ଚ୍ଚ ଆଣ୍ଡ୍ ଆନାଲିସିସ୍ ୱିଙ୍ଗ (RAW) ର ନୂତନ ମୁଖ୍ୟ ଭାବରେ ନିଯୁକ୍ତ କରାଯାଇଛି । ସେ ରବି ସିହ୍ନାଙ୍କ ସ୍ଥାନ ନେବେ । ରବି ସିହ୍ନାଙ୍କ ବର୍ତ୍ତମାନର କାର୍ଯ୍ୟକାଳ ଜୁନ୍ ୩୦ରେ ଶେଷ ହେଉଛି । ପରାଗ ଜୈନଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ହେବ । ପରାଗ ଜୈନ ବର୍ତ୍ତମାନ ବିମାନ ଗବେଷଣା କେନ୍ଦ୍ରର … Read more