June 30, 2025 11:15 pm

କେମିକାଲ ଟ୍ୟାଙ୍କରରେ ବିସ୍ଫୋରଣ, ୧୦ ମୃତ ବଢ଼ିପାରେ ମୃତ୍ୟୁ ସଂଖ୍ୟା

ହାଇଦ୍ରାବାଦ: ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ରାସାୟନିକ ପଦାର୍ଥ ଭର୍ତ୍ତି ଏକ ଟ୍ୟାଙ୍କରରେ ଏକ ବଡ଼ ବିସ୍ଫୋରଣ ଘଟିଛି। ସିଗାଚି କେମିକାଲ୍ସରେ ଏହି ବିସ୍ଫୋରଣ ଘଟିଥିଲା। ଏହି ଦୁର୍ଘଟଣାରେ ଅତି କମରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଏହି ଘଟଣାରେ ଅନେକଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଦୁର୍ଘଟଣାର ଖବର ପାଇବା ମାତ୍ରେ ଦୁଇଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଗୁରୁତର ଆହତମାନଙ୍କୁ ଆମ୍ବୁଲାନ୍ସ … Read more

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିଲେ ଦୁର୍ବୃତ୍ତ

ଭୁବନେଶ୍ୱର ମହାନଗର ନିଗମ ଅଫିସରେ ମାର୍‌ପିଟ୍‌ । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କର୍ପୋରେଟରଙ୍କ ସହଯୋଗୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଯାହାକୁ ବିରୋଧ କରି ଅଫିସ କର୍ମଚାରୀମାନେ ଧାରଣାରେ ବସିଛନ୍ତି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଖବର ଅନୁଯାୟୀ, ଆଜି ବିଏମ୍‌ସି ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିଲା । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ନିକଟକୁ କର୍ପୋରେଟରଙ୍କ ଲୋକେ ଅଭିଯୋଗ ଶୁଣାଣି କରୁଥିଲେ । … Read more

ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ଵର ଓ ମୟୂରଭଞ୍ଜରେ ବନ୍ୟା

ବାଲେଶ୍ୱର : ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର। ବାଲେଶ୍ଵର ଓ ମୟୂରଭଞ୍ଜରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକାରେ ଜଳସ୍ତର ବଢିବାରେ ଲାଗିଛି । ଏହି ତିନି ନଦୀରେ ବନ୍ୟା ସ୍ଥିତି ଅଛି । ସୁବର୍ଣ୍ଣରେଖାରେ ବିପଦ … Read more

ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ୱ

ପୁରୀ: ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ୱ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ୱ ବୁଝିବେ IPS ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍‌ ବ୍ୟବସ୍ଥା ଦେଖିବେ । ରବିବାର ଭୋରରୁ ଶରଧାବାଲିରେ ଦଳାଚକଟା ଘଟି ୩ ଭକ୍ତଙ୍କର ଜୀବନ ଚାଲିଗଲା ବହୁ ଭକ୍ତ ଆହତ ହେଲେ। ଏହାକୁ ନେଇ ବିଭିନ୍ନ ମହଲରେ ଦେଖିବାକୁ ମିଳିଲା ତୀବ୍ର ପ୍ରତିକ୍ରିୟା। ମଧ୍ୟାହ୍ନ ପ୍ରାୟ ୧୨ଟା ବେଳକୁ ଏ ଘଟଣାକୁ ନେଇ ଏକ୍ସରେ ପୋଷ୍ଟ … Read more

ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ

ଭୁବନେଶ୍ୱର: ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ । ଏନେଇ ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା ଦେଇଛନ୍ତି । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ କରାଯାଇଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା ନେଇ ପ୍ରତାପ ଷଡଙ୍ଗୀ କହିଛନ୍ତି । ତେବେ ପୁଣିଥରେ କେବେ ନିର୍ବାଚନ ହେବ ସେନେଇ ବର୍ତ୍ତମାନ ସୁଦ୍ଧା ତାରିଖ ଘୋଷଣା କରାଯାଇ ନାହିଁ … Read more