July 13, 2025 7:50 am

ଘାନାର ଜାତୀୟ ସମ୍ମାନ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଘାନାର ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜଣେ ବିଶିଷ୍ଟ ରାଜନେତା ତଥା ତାଙ୍କ ପ୍ରଭାବଶାଳୀ ବିଶ୍ୱ ନେତୃତ୍ୱର ସ୍ୱୀକୃତି ସ୍ୱରୂପ ଘାନାର ଜାତୀୟ ସମ୍ମାନ –‘ଅଫିସର ଅଫ୍ ଦି ଅର୍ଡର ଅଫ୍ ଦି ଷ୍ଟାର ଅଫ୍ ଘାନା’ରେ ସମ୍ମାନିତ କରିଛନ୍ତି। ୧.୪ ବିଲିୟନ ଭାରତୀୟଙ୍କ ପକ୍ଷରୁ ଏହି ପୁରସ୍କାର ଗ୍ରହଣ କରି ପ୍ରଧାନମନ୍ତ୍ରୀ ଏହି ସମ୍ମାନକୁ ଭାରତର ଯୁବପିଢ଼ିଙ୍କ ଆକାଂକ୍ଷା, ଏହାର ସାଂସ୍କୃତିକ ପରମ୍ପରା ଏବଂ ବିବିଧତା ତଥା ଘାନାର ଐତିହାସିକ … Read more

IAS ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

କଟକ: IAS ବିଷ୍ଣୁପଦ ସେଠୀଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି । ଆସନ୍ତା ୮ ତାରିଖ ଯାଏଁ ତାଙ୍କ ବିରୁଦ୍ଧରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ହୋଇପାରିବ ନାହିଁ ବୋଲି ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେଯାଏଁ ବିଷ୍ଣୁ ପଦ ଙ୍କୁ ମିଳିଛି ଅନ୍ତରୀଣ ସୁରକ୍ଷା। ସିବିଆଇ ଚଢ଼ାଉ ମାମଲାରେ ଆଗୁଆ ଜାମିନ ଆବେଦନ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସେଯାଏଁ ବିଷ୍ଣୁପଦଙ୍କୁ ଅନ୍ତରୀଣ ସୁରକ୍ଷା ମିଳିଛି … Read more

ବଦଳିଲା ତାରିଖ,ଏବେ ଜୁଲାଇ ୨୧ରୁ ଅଗଷ୍ଟ ୨୧ ଯାଏଁ ଚାଲିବ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ବଦଳିଲା ସଂସଦର ମୌସୁମୀ ଅଧିବେଶନ ତାରିଖ । ଜୁଲାଇ ୨୧ରୁ ଅଗଷ୍ଟ ୧୨ ଭିତରେ ବସିବାକୁ ଥିବା ସଂସଦର ମୌସୁମୀ ଅଧିବେଶନ ଏବେ ଜୁଲାଇ ୨୧ରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ ଟୁଇଟ୍ କରି ସୂଚନା ଦେଇଛନ୍ତି । ସ୍ୱାଧୀନତା ଦିବସକୁ ଦୃଷ୍ଟିରେ ରଖି ୧୩ ଏବଂ ୧୪ ତାରିଖରେ କୌଣସି ବୈଠକ ବସିପାରିବ ନାହିଁ । ସାଧାରଣତଃ ସଂସଦର ମୌସୁମୀ ଅଧିବେଶନ ସ୍ୱାଧୀନତା ଦିବସ ଅର୍ଥାତ … Read more

ଓଏଏସ ଅଧିକାରୀଙ୍କୁ ମାଡ଼ ଘଟଣାରେ ସରକାର ନେବେ ନିଷ୍ପତ୍ତି: ମନମୋହନ ସାମଲ

ଭୁବନେଶ୍ୱର: ଜଗନ୍ନାଥ ପ୍ରଧାନ ଙ୍କୁ ଗିରଫ ନକଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟ‌ନ୍ତ କଲମଛାଡ଼ ଆନ୍ଦୋଳନ ଜାରି ରଖିବାକୁ ଓଏଏସ୍‌ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟ ଭାବେ ଜଣାଇଛନ୍ତି। ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଦିନ ସନ୍ଧ୍ୟା ରେ ବିଜେପି କାର୍ଯ୍ୟାଳୟରେ ମନମୋହନଙ୍କ ସହ ଜଗାଙ୍କ ଦୁଇ ଘଣ୍ଟା ଆଲୋଚନା ହୋଇଛି । ଏହି ସମୟରେ ବିଧାୟକ ବାବୁ ସିଂହ ଓ ଇରାଶିଷ ଆଚାର୍ଯ୍ୟ … Read more

ଓଲା, ଉବର ବୁକ୍‌ କଲେ ଦେବାକୁ ପଡିବ ୨ ଗୁଣା ଭଡା

ଭୁବନେଶ୍ୱର: ଓଲା, ଉବର, ରାପିଡୋ ଆଦି ବ୍ୟବହାର କରୁଥିବା ଯାତ୍ରୀଙ୍କ ପାଇଁ ବଡ ଝଟକା । ଗହଳି ସମୟରେ ଓଲା, ଉବର, ରାପିଡୋ ସାଧାରଣ ଭଡା ଠାରୁ ଦୁଇଗୁଣା ଅଧିକ ଭଡା ଆଦାୟ କରି ପାରିବେ । ଏନେଇ ବୁଧବାର ସରକାର ଏଥିରେ ଥିବା କିଛି ନିୟମାବଳୀରେ ପରିବର୍ତ୍ତନ ପାଇଁ ଅନୁମତି ଦେଇଛନ୍ତି । ଆବଶ୍ୟକ ନିର୍ଦ୍ଦେଶ ଜାରି କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ ପକ୍ଷରୁ ପରାମର୍ଶ ଜାରି କରାଯାଇଛି। … Read more