July 12, 2025 3:08 pm

ହାଇକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି

କଟକ : ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି । ଏହି ରାୟ ଦେଇଛନ୍ତି ହାଇକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ । ପୂର୍ବରୁ ଏକ ଆବେଦନର ଶୁଣାଣି କରି ହାଇକୋର୍ଟଙ୍କ ଜଣକିଆ ଖଣ୍ଡପୀଠ ଅନୁରୂପ ରାୟ ଦେଇ ଚୁକ୍ତିଭିତ୍ତିକ ମହିଳାଙ୍କୁ ପ୍ରସବକାଳୀନ ଛୁଟିରୁ ବଞ୍ଚିତ କରିବା ଅମାନବୀୟ ବୋଲି କହିଥିଲେ। ଏହି ରାୟ ବିରୋଧରେ ରାଜ୍ୟ ସରକାର ଆବେଦନ କରିଥିଲେ। ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି କହିଛନ୍ତି, ଚୁକ୍ତିଭିତ୍ତିକ … Read more

କୁକୁର ନେଲା କବାଡ଼ି ଖେଳାଳିଙ୍କ ଜୀବନ

ନୂଆଦିଲ୍ଲୀ: ଡ୍ରେନରେ ଖସି ପଡ଼ିଥିବା କୁକୁର ଛୁଆକୁ ବଞ୍ଚାଇବା ପାଇଁ ଆଗେଇ ଯାଇଥିଲେ କବାଡ଼ି ଖେଳାଳି। ହେଲେ କିଏ ଜାଣିଥିଲା ତାଙ୍କର ଗୋଟାଏ ଭୁଲ ପାଇଁ ଜୀବନ ଚାଲିଯିବ ବୋଲି। କୁକୁର କାମୁଡ଼ିଲେ ଆମକୁ ରେବିଜ୍ ଟୀକା ନେବାକୁ ଡାକ୍ତରମାନେ କହିଥାନ୍ତି। ଯଦି ଠିକ୍ ସମୟରେ ଏହା ନକରାଯାଏ ତେବେ ରେବିଜ୍ ହେବା ସୁନିଶ୍ଚିତ। ଠିକ୍ ଏହି ଭୁଲ କରିଥିଲେ ଉତ୍ତରପ୍ରଦେଶର ରାଜ୍ୟସ୍ତରୀୟ କବାଡ଼ି ଖେଳାଳି ବ୍ରିଜେଶ ସୋଲାଙ୍କି। ସୂଚନା ମୁତାବକ, ମାର୍ଚ୍ଚ ମାସରେ ବ୍ରିଜେଶ ଡ୍ରେନରେ … Read more

ପୁରୀ ବିମାନ ବନ୍ଦର ନିର୍ମାଣକୁ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟର ଆପତ୍ତି ।

ପୁରୀ: ଗତ କିଛି ଦିନ ତଳେ ବିମାନବନ୍ଦର ନିର୍ମାଣକୁ ଅନୁମତି ଦେଇଥିଲେ କେନ୍ଦ୍ର ସରକାର । କିନ୍ତୁ ଏବେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଆପତ୍ତି ଉଠାଇବା ପରେ ଅନିଶ୍ଚିତତା ଭିତରକୁ ଠେଲି ହୋଇଛି ଏହି ଯୋଜନା । ୫ହଜାର କୋଟିରୁ ଅଧିକ ଖର୍ଚ୍ଚରେ ଏହାର ନିର୍ମାଣ ହେବାକୁ ଥିବାବେଳେ ଏବେ ଏଥିରେ ରୋକ ଲାଗିଛି । ଜଙ୍ଗଲ ଜମି ସାଙ୍ଗକୁ ବିଦେଶୀ ପକ୍ଷୀ ଓ ଅଲିଭ୍‌ରିଡଲେଙ୍କ ସୁରକ୍ଷାକୁ ନଜରରେ ରଖି ଆପତ୍ତି ଉଠାଇଛି କେନ୍ଦ୍ର … Read more

ବେପରୁଆ ଗାଡ଼ି ଚଳାଇଲେ ଦୁର୍ଘଟଣାରେ ମିଳିବ ନାହିଁ ବୀମା କ୍ଷତିପୂରଣ

ଟ୍ରାଫିକ ନିୟମ ଭଙ୍ଗ କରୁଥିବା ଏବଂ ବେପରୁଆ ଭାବରେ ଗାଡି ଚଲାଉଥିବା କିମ୍ବା ରାସ୍ତାରେ ଷ୍ଟଣ୍ଟ କରୁଥିବା ଚାଳକ ଙ୍କ ପାଇଁ ଏକ ଚେତାବନୀ l ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଯେଉଁ କ୍ଷେତ୍ରରେ ଡ୍ରାଇଭରଙ୍କ ଭୁଲ ଯୋଗୁ ମୃତ୍ୟୁ ଘଟେ, ବୀମା କମ୍ପାନୀଗୁଡ଼ିକ କ୍ଷତିପୂରଣ ଦେବାକୁ ବାଧ୍ୟ ନୁହଁନ୍ତି।ମାମଲାଟି କର୍ଣ୍ଣାଟକର ହାସନ ଜିଲାର। ୧୮ ଜୁନ ୨୦୧୪ରେ, ଏନ ଏସ ରବିଶା ନାମକ ଜଣେ ବ୍ୟକ୍ତି ତାଙ୍କ ବାପା, ଭଉଣୀ ଏବଂ ତାଙ୍କ ପିଲାମାନଙ୍କ ସହିତ … Read more

ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀ ପରେ OAS ସଂଘର ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ଵର: ବହୁ ବାଦବିବାଦ ପରେ ଶେଷରେ ଗିରଫ ହେଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ତାଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ଏଥିସହ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଏହା ପୂର୍ବରୁ ୫ ଜଣ ବିଜେପି ନେତାଙ୍କୁ ପୋଲିସ ଗିରଫ କରିଥିଲା। ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ ଜଗନ୍ନାଥ ପ୍ରଧାନ ଡିସିପି କାର୍ଯ୍ୟାଳୟ ପହଞ୍ଚି ଆତ୍ମସମର୍ପଣ କରିଥିଲେ। ଏଠାରେ ତାଙ୍କୁ ପୋଲିସ ଗିରଫ କରିଛି। ସ୍ଵାସ୍ଥ୍ୟ … Read more