ପୂର୍ବତନ ଭାଜପା ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ
ହାଇଦ୍ରାବାଦ: ପୂର୍ବତନ ଭାଜପା ବିଧାୟକ ତଥା ତେଲୁଗୁ ଅଭିନେତା କୋଟା ଶ୍ରୀନିବାସ ରାଓଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଛି। ଆଜି ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ ନେଇଛନ୍ତି। ଦୀର୍ଘ ଦିନରୁ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କ ମୃତ୍ୟୁ ତେଲୁଗୁ ଚଳଚ୍ଚିତ୍ର ଓ ରଙ୍ଗମଞ୍ଚ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାର କଙ୍କିପାଡୁରେ ୧୯୪୨ ମସିହା ଜୁଲାଇ ୧୦ରେ ଜନ୍ମଗ୍ରହଣ … Read more