ଏମ୍ସ ରେ ପୀଡ଼ିତାଙ୍କ ପରିବାରକୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ବାଲେଶ୍ଵର ଛାତ୍ରୀଙ୍କ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଛାତ୍ରୀ ଜଣକ କ୍ରିଟିକାଲ କେୟାର ସେଣ୍ଟରରେ ଥିବା ବେଳେ ତାଙ୍କ ପରିବାର ଲୋକଙ୍କ ସହ ସାକ୍ଷାତ କରିଛନ୍ତି । ଏହା ଅତି ଦୁର୍ଭାଗ୍ୟଜନକ ଘଟଣା କହିବା ସହ ପୀଡ଼ିତା ପରିବାରକୁ ସମବେଦନା ଜଣାଇଛନ୍ତି । ଛାତ୍ରୀଙ୍କ ଅବସ୍ଥା ଜଟିଳ ଥିବାବେଳେ ଏ ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର। ଏପରିକି ଛାତ୍ରୀ ଜଣକ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ ବୋଲି କାମନା … Read more