ଦିଲ୍ଲୀର ୫ ସ୍କୁଲକୁ ବୋମା ଧମକ
ନୂଆଦିଲ୍ଲୀ: ବୁଧବାର ସକାଳୁ ସକାଳୁ ଦିଲ୍ଲୀରେ ୫ଟି ଜଣାଶୁଣା ସ୍କୁଲକୁ ବୋମା ଧମକ ମିଳିବା ପରେ ଅଭିଭାବକମାନେ ଚିନ୍ତିତ ହୋଇପଡ଼ିଥିଲେ। ଇମଲେ୍ ଜରିଆରେ ଧମକ ମିଳିବା ପରେ ପୁଲିସ ଛାନ୍ଭିନ୍ କରିବାକୁ ସ୍କୁଲରେ ପହଞ୍ଚିଥିଲେ ବି କିଛି ମିଳିନଥିଲା। ଧମକପୂର୍ଣ୍ଣ ଇମେଲଟି କିଏ ପଠାଇଥିଲା ବୋଲି ଯାଞ୍ଚ କରାଯିବା ପରେ ଇମେଲଟି ଜର୍ମାନୀରୁ ଆସିଛି ବୋଲି ଜଣାପଡ଼ିଛି। ହେଲେ ପୁଲିସ ସନ୍ଦେହ କରୁଛି ଯେ, ଭର୍ଚୁଆଲ୍ ପ୍ରାଇଭେଟ୍ ନେଟୱାର୍କ (ଭିପିଏନ) ବ୍ୟବହାର କରି ଅଭିଯୁକ୍ତ ନିଜ ପ୍ରକୃତ … Read more