December 6, 2025 1:10 pm

ଇପିଏଫ୍‌ଓ ନିୟମ ରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ

ଇପିଏଫ୍‌ଓ ଘୋଷଣା କରିଛି ଯେ ଯେଉଁମାନେ ୧ ବର୍ଷ ପର୍ଯ୍ୟନ୍ତ ନିରନ୍ତର ସେବା ପ୍ରଦାନ କରିଛନ୍ତି ଯଦି ସେମାନଙ୍କର କୌଣସି ପରିସ୍ଥିତିରେ ମୃତ୍ୟୁ ହୁଏ ସେବେ ସେମାନଙ୍କ ପରିବାରକୁ ୫୦ ହଜାର ଟଙ୍କା ମିଳିବ । ପରିବାରକୁ ଆର୍ଥିକ କ୍ଷେତ୍ରରେ ସହାୟତା କରିବା ପାଇଁ ଇପିଏଫ୍‌ଓ ଏମିତି ନିଷ୍ପତ୍ତି ନେଇଥିବା କୁହାଯାଉଛି । ପୂର୍ବରୁ ଯେଉଁ କର୍ମଚାରୀମାନେ କାମ କରିବାର ପ୍ରଥମ ବର୍ଷେ ଭିତରେ ପ୍ରାଣ ହରାଉଥିଲେ ସେମାନଙ୍କ ପରିବାର ପାଇଁ କୌଣସି ସର୍ବନିମ୍ନ ବୀମା ରାଶିର … Read more

ରଦ୍ଦ ହେଲା ଭାରତ-ପାକିସ୍ତାନ ଲିଜେଣ୍ଡସ୍ ମ୍ୟାଚ୍ ୨୦୨୫

ପହଲଗାମ ଆକ୍ରମଣକୁ ନେଇ ପାକିସ୍ତାନ ଖେଳାଳୀଙ୍କ ପ୍ରତି କଠୋର ମନୋଭାବ ଦେଖାଇଛି ଭାରତୀୟ ଟିମ୍ । ବିଶ୍ୱ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୫ର ଆୟୋଜକମାନେ ଏକ ସରକାରୀ ବିବୃତ୍ତି ଜାରି କରି ସୂଚନା ଦେଇଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବାତିଲ କରାଯାଇଛି। ଭାରତୀୟ ଖେଳାଳିମାନେ ପାକିସ୍ତାନ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ମନା କରିଦେଇଥିବାରୁ ଡବ୍ଲୁସିଏଲ ଏହି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛି । ଯୁବରାଜ ସିଂହଙ୍କ ଅଧିନାୟକତ୍ୱରେ ଇଣ୍ଡିଆ ଚାମ୍ପିଅନ୍ସର … Read more

ଏଫ୍‌ଏମ୍‌ କଲେଜରେ କ୍ରାଇମ୍‌ବ୍ରାଞ୍ଚ ଡିଜି

ବାଲେଶ୍ୱର:ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ମାମଲା । ଏଫ୍‌ଏମ୍‌ କଲେଜରେ କ୍ରାଇମ୍‌ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଚତୁର୍ଥ ଦିନରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଖୋଳତାଡ଼ ଜାରି। ଘଟଣାରେ ଅଧିକ ତଥ୍ୟ ହାସଲ ପାଇଁ ପଚରାଉଚରା । ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ସହ କ୍ରାଇମ୍‌ବ୍ରାଞ୍ଚ DGଙ୍କ ଆଲୋଚନା ।ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାକୁ ବିତିଲାଣି ସପ୍ତାହେ । ୟୁଜିସି, ଉଚ୍ଚଶିକ୍ଷା ବିଭାଗ ଓ କ୍ରାଇମବ୍ରାଞ୍ଚ ପକ୍ଷରୁ ପୃଥକ ଭାବେ ୩ଟି ଟିମ୍ ଦ୍ଵିତୀୟ ଦିନରେ ମଧ୍ୟ ତଦନ୍ତ କରିଛନ୍ତି । … Read more

ସ୍ୱତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ; ନୂଆ ତାରିଖ ଘୋଷଣା କରିବ ବୋର୍ଡ

ଭୁବନେଶ୍ୱର: ଆଜି ହେବାକୁ ଥିବା ସ୍ୱତନ୍ତ୍ର OTET-୨୦୨୫ ପରୀକ୍ଷା ହେଲା ସ୍ଥଗିତ । ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ହେବାର ଥିଲା । ସକାଳ ୯ ଟାରୁ ସାଢ଼େ ୧୧ ଟା ପେପର ୧ ଓ ଦିନ ୨ ଟାରୁ ସାଢ଼େ ୪ ଟା ପେପର ୨ ପରୀକ୍ଷା ହୋଇଥାନ୍ତା। ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି … Read more

AIIMS ପରିସରରେ ୧୬୩ ଧାରା ଲାଗୁ

ଭୁବନେଶ୍ୱର: ଏମ୍ସ ବର୍ଣ୍ଣ ୱାର୍ଡରେ ବଳଙ୍ଗା ପୀଡ଼ିତାଙ୍କ ଚିକିତ୍ସା ଚାଲିଛି । ଏହାରି ଭିତରେ ଶନିବାର ରାତିରେ ଏମ୍ସ ପରିସରରେ ଶାସକ ବିଜେପି ଏବଂ ବିରୋଧୀ ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି । ନାରାବାଜି ସହ ମୁହାଁମୁହିଁ ହୋଇଛନ୍ତି ୩ ଦଳର କର୍ମୀ । ତାଳି ମାରି ବିରୋଧ ପ୍ରଦର୍ଶନ କରିଛି ବିଜେଡି, ବାମପନ୍ଥୀ ଦଳ ଓ ନବନିର୍ମାଣ ଯୁବ ଛାତ୍ର ସଙ୍ଗଠନ । କଂଗ୍ରେସ ପକ୍ଷରୁ ବି ପ୍ରତିବାଦ … Read more