ଦୁଷ୍କର୍ମ ଅଭିଯୋଗରେ ଓଡିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ
ଭୁବନେଶ୍ୱର: ଛାତ୍ରୀ ନିର୍ଯ୍ୟାତନା ବିରୋଧରେ ହାଙ୍ଗାମ କରୁଥିବା ପ୍ରଦେଶ କଂଗ୍ରେସ ଏବେ ଅଡୁଆରେ। କାରଣ ଛାତ୍ର କଂଗ୍ରେସର ସଭାପତି ଉଦିତ ପ୍ରଧାନ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଛନ୍ତି। ଗତକାଲି ରାତିରେ ପୋଲିସ ତାଙ୍କୁ ଗିରଫ କରିଥିବାର ଜଣାପଡିଛି। ଫଳରେ ଏହି ଘଟଣାକୁ ନେଇ ରାଜ୍ୟ କଂଗ୍ରେସ ଅଡୁଆରେ ପଡିଯାଇଛି। ଯେଉଁ ଛାତ୍ର କଂଗ୍ରେସ ଛାତ୍ରୀ ଦୁଷ୍କର୍ମ ନେଇ ସ୍ୱର ଉତ୍ତୋଳନ କରୁଥିଲା ବର୍ତ୍ତମାନ ତାହାର ମୁଖିଆ ଏପରି କରିବା ଚର୍ଚ୍ଚା ପାଲଟିଛି। ପିଡିତାଙ୍କ ଅବିଯୋଗ ଅନୁସାରେ ଗତ … Read more