କଟକ ଜିଲ୍ଲାର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ କଲେ ଜିଲ୍ଲାପାଳ
କଟକ: କଟକ ଜିଲ୍ଲାର ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରିପୋର୍ଟ ଦାଖଲ କରିନଥିବାରୁ ସେହି କଲେଜ ଗୁଡିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଜିଲ୍ଲାର ୨୧୦ଟି କଲେଜଙ୍କୁ ଆଇସିସି ରିପୋର୍ଟ ମାଗିଥିଲା ଜିଲ୍ଲା ପ୍ରଶାସନ। ଅଭିଯୋଗକାରିଣୀଙ୍କ ଯୋଗାଯୋଗ ଠିକଣା ସହ ମୁଖ୍ୟଙ୍କ ହସ୍ତାକ୍ଷର ମଗାଯାଇଥିଲା । କିନ୍ତୁ ଅଧାରୁ ଅଧିକ କଲେଜ ଚିଠିର ଉତ୍ତର ଦେଇନଥିବାରୁ … Read more