ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ସୁରକ୍ଷା ସମୀକ୍ଷା ବୈଠକରେ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ଶିଶୁ ସହାୟତା କେନ୍ଦ୍ର ସ୍ଥାପନ ନିଷ୍ପତ୍ତି ନିଆଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ‘ମିଶନ୍ ବାତ୍ସଲ୍ୟ’ ଯୋଜନାର ପ୍ରଭାବକାରୀ କାର୍ଯ୍ୟ ଉପରେ ଆଲୋଚନା ହୋଇଥିଲା। ଏହି ଯୋଜନା ଶିଶୁମାନଙ୍କର ସମ୍ପୂର୍ଣ୍ଣ କଲ୍ୟାଣ ଏବଂ ପୁନର୍ବାସନ ନିଶ୍ଚିତ କରିବାକୁ ଲକ୍ଷ୍ୟ ରଖିଛି। ଅଧିକାରୀମାନେ ଶିଶୁ ସୁରକ୍ଷା ବୃଦ୍ଧି ଓ ପୁନର୍ବାସନ ପ୍ରକ୍ରିୟାକୁ … Read more