ହ୍ୟାକ୍ ହେଲା ରେଭେନ୍ସା ବିଶ୍ୱବିଦ୍ୟାଳୟର ୱେବସାଇଟ୍,ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ
ଭୁବନେଶ୍ୱର: ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବ୍ସାଇଟ୍ ହ୍ୟାକ୍ ହୋଇଛି। କେହି ଦୃର୍ବୃତ୍ତ ୱେବସାଇଟ୍କୁ ହ୍ୟାକ୍ କରି ଦେଇଥିବା ଦେଖିବାକୁ ମିଳିଛି । ବିଶ୍ୱବିଦ୍ୟାଳୟ ୱେବ୍ସାଇଟ୍କୁ କ୍ଲିକ୍ କଲେ ଏକ ବେଟିଂ ସାଇଟ୍ ଖୋଲୁଛି । ମୋବାଇଲ୍ରେ ୱେବ୍ସାଇଟ୍ ଖୋଲିଲେ ‘ବେଣ୍ଟୋ-ଫୋର୍ ଡି’ ପରି ଏକ ବେଟିଂ ପ୍ଲାଟ୍ଫର୍ମ ଖୋଲୁଛି । ଯାହା ପୂର୍ବରୁ ଦେଖିବାକୁ ମିଳୁ ନ ଥିଲା। ମାତ୍ର ଏହାକୁ କ୍ଲିକ୍ କଲେ ବିଶ୍ୱବିଦ୍ୟାଳୟର କୌଣସି ତଥ୍ୟ ଆସୁ ନାହିଁ । ରେଭେନ୍ସା ୱେବ୍ସାଇଟ୍ରୁ ସାର୍ଟିଫିକେଟ୍ … Read more