December 6, 2025 12:27 pm

ଭୁବନେଶ୍ୱର ଆର୍‌.ଆଣ୍ଡ ବି ଡିଭିଜନ-୨ର ସହାୟକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ୱର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଆର ଆଣ୍ଡ ବି ଡିଭିଜନ-୨ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘର ସମେତ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ଉ କରୁଛି। ଭୁବନେଶ୍ୱରର ୮ଟି ଏବଂ ନୟାଗଡ଼ର ୨ଟି ସ୍ଥାନରେ ଚଢ଼ଉ ଜାରି ରହିଛି। ଭୁବନେଶ୍ୱର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ,ଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ୭ଜଣ ଡିଏସ୍ପି, ୫ ଜଣ ଇନ୍ସପେକ୍ଟର, ୧୧ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା … Read more

ବସ୍‌-ଟ୍ରକ୍ ଧକ୍କା ରେ ୧୮କାଉଡ଼ିଆ ମୃତ

ଦେଓଘର: ଝାଡ଼ଖଣ୍ଡର ଦେଓଘରରେ କାଉଡ଼ିଆଙ୍କୁ ନେଇଯାଉଥିବା ଏକ ବସ୍‌ କୁ ଟ୍ରକ୍ ଟି ଧକ୍କା ଦେବା ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିରେ ୧୨ରୁ ଅଧିକ କାଉଡିଆ ଆହତ ହୋଇଥିବା ସୂଚନା ରହିଛି । ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର ମୁତାବକ, ବାବା ବୈଦ୍ୟନାଥଙ୍କ ପୀଠରେ ପାଣି ଢାଳି ବାସୁକିନାଥ ଯାଉଥିବା କାଉଡିଆ ଭର୍ତ୍ତି ଏକ ବସ୍ ମୋହନପୁର ଥାନା ଅଞ୍ଚଳର ଜାମୁନିଆରେ … Read more

ଶ୍ରୀ ମନ୍ଦିରର ନିୟମ ଭାଙ୍ଗି ଅଡୁଆରେ ଏଏସ୍‌ଆଇ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ବା ଏଏସ୍‌ଆଇ ଫଟୋ ପୋଷ୍ଟ କରିଛି । ରତ୍ନଭଣ୍ଡାର କିଛି ଫଟୋକୁ ସୋସିଆଲ ଏକ୍ସରେ ପୋଷ୍ଟ କରିଥିଲା ଏଏସ୍‌ଆଇ । ଫଟୋ ପୋଷ୍ଟକୁ ବୁଦ୍ଧିଜୀବୀମାନେ ନାପସନ୍ଦ କରିବାରୁ ବିଳମ୍ବିତ ରାତିରେ ଫଟୋ ଗୁଡ଼ିକୁ ଡିଲିଟ୍ କରିଦେଇଛନ୍ତି ଏଏସ୍‌ଆଇ କର୍ତ୍ତୃପକ୍ଷ । ଶ୍ରୀମନ୍ଦିରରେ ଫଟୋ ଓ ଭିଡିଓକୁ ନେଇ ରହିଥିବା ଆଇନକୁ ନିଜେ ଉଲ୍ଲଂଘନ କରିଛି ଏଏସ୍‌ଆଇ । ଏକ୍ସ … Read more

ପହଲଗାମର ଆକ୍ରମଣ ର ମା‌ଷ୍ଟରମାଇଣ୍ଡ୍‌ ମୁସା ନିପାତ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ତିନି ମାସ ବିତିଛି। ତିନି ମାସ ପରେ ଭାରତୀୟ‌ ସେନାକୁ ବଡ଼ ସଫଳତା ମିଳିଛି। ପହଲଗାମ ଆତଙ୍କବାଦୀ ଆକ୍ରମଣର ବଦ୍‌ଲା ନେଇଛି ସେନା। ଶ୍ରୀନଗର ଉପକଣ୍ଠ ଲିଡ଼ବାସ ପାହାଡ଼ରେ ସେନାବାହିନୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଶୀର୍ଷ ଲସ୍କର କମାଣ୍ଡର ସୁ‌ଲେମାନ ଶାହ ଓରଫ ମୁସା ଫୌଜି ସମେତ ୩ ପାକିସ୍ତାନୀ ଆତଙ୍କବାଦୀଙ୍କୁ ନିପାତ କରିଛି। ନିପାତ ହୋଇଥିବା ଅନ୍ୟ ୨ ଆତଙ୍କବାଦୀ ହେଉଛନ୍ତି ଅବୁ ହମ୍‌ଜା ଏବଂ ୟସିର। ଗତବର୍ଷ ଶ୍ରୀନଗର-‌ସୋନମାର୍ଗ … Read more

FIDE ମହିଳା ଚେସ୍‌ ବିଶ୍ୱକପ ଟାଇଟଲ ଜିତିଲେ ଦିବ୍ୟା ଦେଶମୁଖ

ନୂଆଦିଲ୍ଲୀ: ଭାରତର ଦିବ୍ୟା ଦେଶମୁଖ ଫିଡେ ମହିଳା ବିଶ୍ୱକପ୍‍ ଚେସ୍‍ ଚାମ୍ପିୟାନ୍‍ସିପ୍‍ ଟାଇଟେଲ୍‍ ହାସଲ କରିଛନ୍ତି । ଜର୍ଜିଆର ବାଟୁମି ଠାରେ ଅନୁଷ୍ଠିତ ତିନି ପର୍ଯ୍ୟାୟ ବିଶିଷ୍ଟ ଫାଇନାଲ୍‍ ମ୍ୟାଚ୍‍ରେ ଟାଇବ୍ରେକର ମାଧ୍ୟମରେ ଦିବ୍ୟା ଦେଶମୁଖ ଭାରତର କୋନେରୁ ହମ୍ପିଙ୍କୁ ପରାସ୍ତ କରିଛନ୍ତି । ପ୍ରଥମ ଦୁଇଟି ଫାଇନାଲ୍‍ ମ୍ୟାଚ୍‍ ଅମିମାଂଶିତ ଭାବେ ଶେଷ ରହିବା ସହ ପ୍ରଥମ ଟାଇବ୍ରେକ୍‍ ପ୍ରତିଯୋଗିତା ମଧ୍ୟ ଡ୍ର’ ରହିଥିଲା ଟାଇବ୍ରେକରର ଦ୍ୱିତୀୟ ରାପିଡ୍‍ ଖେଳରେ ଦିବ୍ୟା ଦେଶମୁଖ ବିଜୟୀ ହୋଇଥିଲେ … Read more