ଚଳିତ ବର୍ଷ ମିଳିବ ୪୦ ହଜାର ନିଯୁକ୍ତି,ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ସରକାରୀ ଚାକିରିର ଏକ ବଡ଼ ସୁଯୋଗ ଆଣିଛନ୍ତି। ଚଳିତ ବର୍ଷ ରାଜ୍ୟ ସରକାର ଆଉ ୪୦ ହଜାର ସରକାରୀ ଚାକିରି ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ଘୋଷଣା କରିଛନ୍ତି। ଏକ୍ସ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇ ସେ କହିଛନ୍ତି ଯେ, ତାଙ୍କ ସରକାର ପ୍ରଥମ ବର୍ଷରେ ୨୮ ହଜାର ଚାକିରି ପ୍ରଦାନ କରିସାରିଛନ୍ତି ଏବଂ ଦ୍ୱିତୀୟ ବର୍ଷରେ ୪୦ ହଜାର … Read more