ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ
ଭୁବନେଶ୍ୱର: ଶୋଭନା ମହାନ୍ତିଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଭାବେ ନିଯୁକ୍ତି କରାଯାଇଛି । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୦୨୪ ମସିହାରେ ମହିଳା କମିଶନ ଆୟୋଗକୁ ଭଙ୍ଗ କରିଥିଲେ ରାଜ୍ୟ ସରକାର। ଏହାପରଠାରୁ ପ୍ରାୟ ବର୍ଷେ ହେବ ଖାଲି ପଡିଥିଲା ମହିଳା କମିଶନ ଅଧ୍ୟକ୍ଷା ପଦ। ହେଲେ ମଙ୍ଗଳବାର ଦିନ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶାନାମା ଜାରି କରାଯାଇଛି । … Read more