କର୍ତ୍ତବ୍ୟ ଭବନର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ: ଦିଲ୍ଲୀର ଅଲଗା ଅଲଗା ବିଲିଡିଂରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗ ଖୁବଶୀଘ୍ର କର୍ତ୍ତବ୍ୟଭବନକୁ ସ୍ଥାନାନ୍ତର ହେବ । କର୍ତ୍ତବ୍ୟ ଭବନ ୩ରେ କମନ ସେଣ୍ଟ୍ରାଲ ସେକ୍ରେଟରିଏଟ୍ ଭାବେ କାର୍ଯ୍ୟ କରିବ । ଏଥିରେ ଉଭୟ ସ୍ଵରାଷ୍ଟ୍ର ଓ ବୈଦେଶିକ ମନ୍ତ୍ରଣାଳୟ କାର୍ଯ୍ୟ କରିବ । ମୋଟ ୧୦ଟି ବିଲ୍ଡିଂ ନିର୍ମାଣ ହେବ । ଆସନ୍ତା ୨୦୨୭ ଜୁନ୍ ସୁଦ୍ଧା ସମସ୍ତ ନିର୍ମାଣ ସରିବ । ତେଣୁ କର୍ତ୍ତବ୍ୟପଥରେ କର୍ତ୍ତବ୍ୟ ଭବନକୁ ଉଦ୍ଘାଟନ … Read more