ଭୁବନେଶ୍ୱରରେ EKTA କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ
ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ନେଇ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାଧୁରୀ । ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି ରାଜ୍ୟ ସରକାର । ଆଜି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟପାଳ ଓ ସ୍ୱତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇଛନ୍ତି । ଓଡ଼ିଶା ହସ୍ତତନ୍ତର ବ୍ରଣ୍ଡ ଆମ୍ବାସଡର ରହିଛନ୍ତି ମାଧୁରୀ । ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶା ହସ୍ତତନ୍ତର କଥା କହିଲେ ମାଧୁରୀ ଦୀକ୍ଷିତ … Read more