କପିଲଙ୍କ କାଫେ ଉପରେ ଆକ୍ରମଣ ତାପରେ ପୁଣି ମିଳିଲା ଲରେନ୍ସର ଧମକ
ମୁମ୍ବାଇ: କାନାଡାର ସରେରେ ଥିବା କପିଲ ଶର୍ମାଙ୍କ କାପ୍ସ କାଫେ ଉପରେ ଗୁରୁବାର ପୁଣି ଥରେ ଗୁଳି ଚାଳନା ହୋଇଥିଲା। ଗୋଟିଏ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ କପିଲ ଶର୍ମାଙ୍କ କାପ୍ସ କାଫେରେ ଗୁଳି ଚାଳନା ହେବା ପରେ ଏବେ କପିଲଙ୍କ ପ୍ରଶଂସକ ଚିନ୍ତାରେ ପଡ଼ିଛନ୍ତି। କିଏ ଓ କାହିଁକି ଏଭଳି ଆକ୍ରମଣ କରିଛି ବୋଲି ପ୍ରଶ୍ନ ଉଠୁଥିବା ବେଳେ ଏବେ ଆକ୍ରମଣ ପଛରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ହାତ ଥିବା ସାମ୍ନାକୁ ଆସିଛି। ଏହା … Read more