ଅପେରସନ”ଗରୁଡ଼” ଅଭିଯାନ ସଫଳ
ଭୁବନେଶ୍ୱର:ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼” ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନ ଚଳିତ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଅପରାଧ ଏବଂ ଅପରାଧୀଙ୍କ ଉପରେ ରୋକ ଲଗାଇବାକୁ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସଞ୍ଜୟ କୁମାର ସୂଚନା ଦେଇଛନ୍ତି ।ଏହି ଅଭିଯାନରେ ମୁଖ୍ୟତଃ ଜାମିନ … Read more