December 6, 2025 1:00 pm

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ମାରି ଅଡୁଆରେ ଶିକ୍ଷୟିତ୍ରୀ

ଭୁବନେଶ୍ୱର: ସରକାର ଶିକ୍ଷାର ବିକାଶ କ୍ଷେତ୍ରରେ ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଉଛି। କୌଣସି ଛାତ୍ରଛାତ୍ରୀଙ୍କୁ ଶାରୀରିକ ଓ ମାନସିକ ଆଘାତ ନଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦେଶ ରହିଛି। ହେଲେ ସରକାରଙ୍କ ଏହି ନିର୍ଦ୍ଦେଶକୁ ଅଣଦେଖା କରୁଛନ୍ତି । ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ନିର୍ଯାତନା ଦିଆଯିବା ସହ ମାଡ଼ ମାରି ଲହୁଲୁହାଣ କରାଯାଉଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଦଶପଲ୍ଲା ବ୍ଳକ ଦ୍ଵାରଗାଁ ସ୍ଥିତ … Read more

ଏଣିକି ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା, ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ବସିଛି । ୧୦ଟି ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା । ପରେ ଜିଲ୍ଳା ସ୍ତରୀୟ ସବୁ ସରକାରୀ ଅଫିସରେ ଏଆଇ କ୍ୟାମେରା ଲଗାଯିବ। ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ। ସେହିପରି … Read more

ଅନଲାଇନ୍ ଗେମ ହେଲା କାଳ,ନେଲା ନାବାଳକ ଛାତ୍ରର ଜୀବନ…

ବାଲେଶ୍ୱର: ଅନଲାଇନ୍ ଗେମ ଖେଳିବାକୁ ବାରଣ କରିବାରୁ ଘଟିଛି ଏକ ଦୁଃଖଦ ଘଟଣା । ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗ୍ରାମରେ ଘଟିଛି ଅଘଟଣ। ଅନଲାଇନ୍ ଗେମ୍ ନେଲା ନାବାଳକ ଛାତ୍ରଙ୍କ ଜୀବନ। ଏହି ଗ୍ରାମର ଅଷ୍ଟମ ଶ୍ରେଣୀର ନାବାଳକ ଛାତ୍ର ସନ୍ତୋଷ କୁମାର ଜେନା(୧୩) ପ୍ରତ୍ୟେକ ଦିନ ବିଦ୍ୟାଳୟରୁ ଫେରିବା ପରେ ଅନଲାଇନ୍ ଗେମରେ ବ୍ୟସ୍ତ ରୁହନ୍ତି। ପରିବାର ଲୋକ ଏନେଇ ବାରମ୍ବାର ପୁଅକୁ ତାଗିଦ୍ କରୁଥିବା ବେଳେ ଲୁଚି ଲୁଚି ସନ୍ତୋଷ ଫ୍ରି … Read more

ରାଜ୍ୟର ବିଭିନ୍ନ ପୋଷ୍ଟ ଅଫିସରେ ଅଚଳାବସ୍ଥା

ଭୁବନେଶ୍ୱର: ରାଜ୍ୟରେ ପ୍ରାୟ ଏକ ସପ୍ତାହରୁ ଅଧିକ ସମୟ ହେଲାଣି ବିଭିନ୍ନ ପୋଷ୍ଟ ଅଫିସରେ ଅଚଳାବସ୍ଥା ଲାଗି ରହିଛି। ଧାଡ଼ିରେ ଠିଆ ହୋଇ ଅତିଷ୍ଠ ହେଲେଣି ଗ୍ରାହକ । ବିଭିନ୍ନ ଡାକଘରେ ଲାଗିଛି ଲିଙ୍କ୍‌ ଫେଲ୍‌ର ଫଳକ । ତେବେ ରାଖୀ ପାଇଁ ଭାରତୀୟ ଡାକ ସେବା ପକ୍ଷରୁ ରାଜ୍ୟରେ ନୂଆ ସଫ୍ଟୱେୟାର ଲଞ୍ଚ୍‌ ହୋଇଥିଲା । ଫଳରେ ସେ ସମୟରେ ସମସ୍ୟା ହେଉଥିଲା । ଲୋକମାନେ ଭାବୁଥିଲେ ରାଖୀ ପରେ ସମସ୍ୟାର ସମାଧାନ ହୋଇଯିବ । … Read more

ନୂଆ ବିସ୍ଥାପନ ଓ ଥଇଥାନ ନୀତି ଆଣିବେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ୨୦୨୫ ମସିହାରେ ଏକ ନୂତନ ବିସ୍ଥାପନ ଓ ଥଇଥାନ (ଆରଆଣ୍ଡଆର) ନୀତି ଆଣିବାକୁ ଯୋଜନା କରୁଛନ୍ତି। ରାଜ୍ୟ ସରକାର ଏହି ସମ୍ପର୍କରେ ଏକ ନୂତନ ବ୍ୟବସ୍ଥା ପ୍ରସ୍ତୁତ ଏବଂ ପ୍ରଣୟନ ପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ କରିଛନ୍ତି ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଦିନ ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଛନ୍ତି। ପ୍ରସ୍ତାବିତ ନୀତିର ଅଂଶ ଭାବରେ ବିସ୍ଥାପିତ ଲୋକଙ୍କୁ ବିଭିନ୍ନ ପ୍ରକାରର କ୍ଷତିପୂରଣ ମଧ୍ୟରୁ ଗୋଟିଏ … Read more