ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର:-ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨ ଅନୁଯାୟୀ ସମ୍ବଲପୁରରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଖୋଲିବା ପାଇଁ ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା କରାଯାଇଛି । କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ସ୍ନାତକ ଓ ସ୍ନାତକୋତ୍ତର … Read more