December 6, 2025 5:08 pm

ଟ୍ରେନରେ ଅଧିକ ଲଗେଜ ନେଲେ ପଡିପାରେ ଜୋରିମାନା

ନୂଆଦିଲ୍ଲୀ: ଯାତ୍ରୀଙ୍କ ପାଇଁ କଡ଼ା ନିୟମ ଲାଗୁ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଲୱେ । ଟ୍ରେନରେ ମନଇଚ୍ଛା ଲଗେଜ ନେଇପାରିବେନି ଯାତ୍ରୀ। ବ୍ୟାଗର ଓଜନ ଅଧିକ ହେଲେ ମଧ୍ୟ ଦେବାକୁ ପଡିବ ଜୋରିମାନା। ବିମାନରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପରି ହେବ ଟ୍ରେନରେ ମଧ୍ୟ ସମାନ ନିୟମ ଲାଗୁ । ଏବେ ଯାତ୍ରୀମାନେ କେବଳ ନିର୍ଦ୍ଧାରିତ ମାନଦଣ୍ଡ ଅନୁଯାୟୀ ଟ୍ରେନରେ ଯାତ୍ରା କରିବା ସମୟରେ ଲଗେଜ ବହନ କରିପାରିବେ। ଦେଶର କିଛି ପ୍ରମୁଖ ରେଳ ଷ୍ଟେସନରେ … Read more

ଶିଶୁ ବାଟିକା ପିଲାଙ୍କୁ ଦିଆଯିବ ମାଗଣା ୟୁନିଫର୍ମ,ଆସିଛି ଗଣଶିକ୍ଷା ବିଭାଗକୁ ଚିଠି

ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ପିଲାଙ୍କ ଭଳି ଶିଶୁବାଟିକା ପିଲାଙ୍କୁ ମଧ୍ୟ ମିଳିବ ୟୁନିଫର୍ମ । ସେମାନେ ମଧ୍ୟ ପିନ୍ଧିବେ ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର ବି ଦିଆଯିବ । ୩ ଲକ୍ଷ ୧୦ ହଜାର ୮୩୯ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ସ୍କୁଲ ପୋଷାକ, ଜୋତା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସାମଗ୍ରୀ ମିଳିବ । ଏସବୁ ବଣ୍ଟନ ପାଇଁ ପ୍ରତି ଛାତ୍ରଛାତ୍ରୀଙ୍କ ପାଇଁ ୧ ହଜାର ଟଙ୍କା ପାଣ୍ଠି ଆବଶ୍ୟକ । … Read more

ଓଡିଶାକୁ ହୋଇପାରେ ପୋସ୍କୋର ଲେଉଟାଣି

କେନ୍ଦୁଝର: ଜେଏସ୍‌ଡବ୍ଲୁ ଷ୍ଟିଲ୍‌ ଓ ପୋସ୍କୋ କେନ୍ଦୁଝର ଜିଲ୍ଲାରେ ଷ୍ଟିଲପ୍ଲାଣ୍ଟ କରିପାରନ୍ତି। ଭାରତରେ, ସମ୍ଭବତଃ ଓଡ଼ିଶାରେ ଏକ ୬ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ବିତ ଇସ୍ପାତ ପ୍ଲାଣ୍ଟ ବସାଇବାକୁ ଜେଏସ୍ଡବ୍ଲୁ ଷ୍ଟିଲ୍ ଓ ପୋସ୍କୋ ଗ୍ରୁପ୍ ଚୁକ୍ତିବଦ୍ଧ ହୋଇଥିବା ଖବର ସାମ୍ନାକୁ ଆସିଥିବା ନେଇ ଶିଳ୍ପମନ୍ତ୍ରୀଙ୍କ ଏଇ ଇଙ୍ଗିତ ପରେ ରାଜ୍ୟକୁ ପୁଣିଥରେ ପୋସ୍କୋ ଫେରିବା ସମ୍ଭାବନାକୁ ଅଧିକ ଉଜ୍ଜିବୀତ କରିଛି । ଗତକାଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଦିନିକିଆ ଅନୁଗୁଳ ଗସ୍ତରେ ଆସି … Read more

ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ୱ ପାରାମେଡିକାଲ୍‌ ଷ୍ଟାଫ୍‌

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷକତାରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ ଖାଲି ଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସର ପଦବୀ ପୂରଣ ସହ ଆଦିବାସୀ ଅଧୁଷିତ ଅଞ୍ଚଳରେ ଅଧିକ ଡାକ୍ତର ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ ମେଡିକାଲ ଅଫିସରଙ୍କ ନିଯୁକ୍ତି ପାଇଁ … Read more

ସେପ୍ଟମ୍ବରରୁ ଓଡ଼ିଶାରେ ଭୋଟର ତାଲିକାର SIR

ଭୁବନେଶ୍ୱର: ଓଡ଼ିଶାରେ ସେପ୍ଟମ୍ବରରୁ ଆରମ୍ଭ ହେବ ଭୋଟର ତାଲିକାର ସ୍ବତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟା। ଏଥିପାଇଁ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ଆର ଗୋପାଲନ।ଏହି ସଂଶୋଧନ ପ୍ରାୟ ୨୪ ବର୍ଷ ପରେ ହେବାକୁ ଯାଉଛି। ଶେଷଥର ପାଇଁ ୨୦୦୨ ମସିହାରେ ଭୋଟର ତାଲିକା ସଂଶୋଧନ କରାଯାଇଥିଲା। ସେହିଭଳି ରାଜ୍ୟ ନିର୍ବାଚନ ଅଧିକାରୀ ଆର ଗୋପାଲନ, ବିରୋଧୀ ଦଳ ପକ୍ଷରୁ ଭୋଟ ଚୋରି ଏବଂ ଏପିକ୍ ନମ୍ବରକୁ ନେଇ ଆସିଥିବା ଅଭିଯୋଗ ଉପରେ ସ୍ପଷ୍ଠୀ କାରଣ ରଖିଛନ୍ତି। … Read more