ମହିଳା ଓ ଶିଶୁ ସୁରକ୍ଷା ନେଇ ରାଜ୍ୟ ସରକାର ନେଲେ ବଡ଼ ପଦକ୍ଷେପ
ଭୁବନେଶ୍ୱର: ମହିଳା ଓ ଶିଶୁ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । ଏମାନେ ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ କରିବେ। ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଆଇନ ବିଭାଗର ବୈଠକ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏଥିପାଇଁ ଆଲୋଚନା ହୋଇଛି । ବୈଠକରେ ଆଇନ ମନ୍ତ୍ରୀ, ଲିଗାଲ … Read more