December 6, 2025 1:14 pm

ନବୀନ ନିବାସରେ ପହଞ୍ଚି ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଶନିବାର ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି । ପ୍ରାୟ ୧୦ରୁ ୧୫ ମିନିଟ୍ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଏହା ସହିତ ଶୀଘ୍ର ସୁସ୍ଥ ହୋଇ ବିଧାନସଭା ଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ ନବୀନଙ୍କୁ କହିଛନ୍ତି । ଗତ କିଛି ଦିନ ତଳେ ନବୀନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିଥିଲା । ଡିହାଇଡ୍ରେସନ କାରଣରୁ ସେ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। … Read more

ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣାରେ ୫୬ ବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ୱର: ବୌଦ୍ଧ ଜିଲ୍ଲାର ୫୬ଟି ବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ନ ଦେବା ମହଙ୍ଗା ପଡ଼ିଛି । ଜିଲ୍ଲାର ୩ ବ୍ଲକ ଶିକ୍ଷା ଅଧିକାରୀ ବୌଦ୍ଧ, କଣ୍ଟାମାଳ ଓ ହରଭଙ୍ଗାଙ୍କ ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ବୌଦ୍ଧ ବ୍ଲକର ୧୫ଟି ବିଦ୍ୟାଳୟ, ହରଭଙ୍ଗାର ୩୩ଟି ବିଦ୍ୟାଳୟ ଓ କଣ୍ଟାମାଳର ୮ଟି ବିଦ୍ୟାଳୟ ସ୍ଵାଧୀନତା … Read more

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର: ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମା ଫୁଟିବା ଘଟଣାକୁ ମାତ୍ର କିଛି ଦିନ ବିତିଥିବା ବେଳେ, ପୁଣି ଗତକାଲି ବିଳମ୍ୱିତ ରାତିରେ ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମା ମାଡ଼ ହୋଇଛି । କମିଶନରେଟ୍ ପୋଲିସକୁ ଚାଲେଞ୍ଜ କରି ବୋମାମାଡ଼ କରିଛି ଦୃର୍ବୁତ୍ତ । ଫୁଲେଶ୍ୱରି ବସ୍ତିର ଏକ କ୍ଳବ୍ ଘର ଉପରକୁ ଦୃର୍ବୁତ୍ତ ମାନେ ବୋମା ମାଡ କରିଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ଅନୁମାନ କରିଛନ୍ତି ସ୍ଥାନୀୟ ଲୋକ । … Read more

ଭୁବନେଶ୍ୱରରେ ଥିବା ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ଗଣନା କରିବ ବିଏମସି

ଭୁବନେଶ୍ୱର: ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ଗଣନା ବିଏମସି କରିବ । ଏପରିକି କୁକୁରଙ୍କ କାନରେ ଲାଗିବ ଟ୍ୟାଗ। ରାଜଧାନୀରେ ଥିବା ସମସ୍ତ କୁକୁରଙ୍କ ତଥ୍ୟା ବିଏମସି ପାଖରେ ରହିବ। ଏନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ । ପୋଷା କୁକୁର ମାଲିକ କିଏ, ବୁଲା କୁକୁର କୁଆଡ଼େ ଯାଉଛନ୍ତି ତାହାର ସବୁ ତଥ୍ୟ ବିଏମସି ପାଖରେ ରହିବ । ରାଜଧାନୀରେ କେତେ କୁକୁର ଅଛନ୍ତି ତାହା ଜଣା ପଡିବା ସହିତ … Read more

E KYC ହୋଇ ପାରିନଥିବାରୁ ରାସନ କାର୍ଡ ରୁ ବଞ୍ଚିତ ହେବେ ୧୯ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୯ ଲକ୍ଷ ରାସନ କାର୍ଡ ଧାରୀଙ୍କ ହୋଇ ପାରିନାହିଁ ଇ କେୱାଇସି । ଏହି ହିତାଧିକାରୀମାନେ କେବଳ ରାସନ କାର୍ଡ଼ରୁ ନୁହେଁ ବରଂ ବିଭିନ୍ନ ସରକାରୀ ଯୋଜନାରୁ ମଧ୍ୟ ବଞ୍ଚିତ ହେବେ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ। କାରଣ E-KYC ନହେଲେ କେବଳ ରାସନ ସାମଗ୍ରୀ ନୁହେଁ ବରଂ ସରକାର ଗରିବଙ୍କ ପାଇଁ କରିଥିବା ଅନେକ ଯୋଜନାରୁ ସେମାନେ ବାଦ୍ ପଡ଼ିବେ । ସରକାରୀ ତଥ୍ୟ ମୁତାବକ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧ଲକ୍ଷ … Read more