ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ ପାର୍କିଂରୁ ତଳକୁ ଖସିଲାପଡିଲା ବୋଲେରୋ
ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ କାର୍ ପାର୍କିଂରୁ ତଳକୁ ଖସିପଡ଼ିଛି ଏକ ବୋଲେରୋ। ଭାରସାମ୍ୟ ହରାଇ ଓଡି ୦୧ ଏସି ୪୫୧୬ ନମ୍ବର ବିଶିଷ୍ଟ ବୋଲେରୋଟି ଗୋଟିଏ ମହଲାରୁ ତଳକୁ ଖସିପଡ଼ିଛି । ଫଳରେ ଡ୍ରାଇଭର ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ତେବେ ଗୁରୁତର ଥିବା ଡ୍ରାଇଭର ଜଣକ ଭଦ୍ରକ ବାଲେଶ୍ଵରର ସଞ୍ଜୟ ସେଠୀ ।ମିଳିଥିବା ସୂଚନା ଅନୁସାରେ ସଞ୍ଜୟ ଗାଡ଼ିକୁ ପଛକୁ ପାର୍କିଂ କରୁଥିବା ବେଳେ ଭାରସାମ୍ୟ … Read more