ବନ୍ଧା ହେଲେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ
ବେଲପାହାଡ଼: ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା ମୟୂରଭଞ୍ଜ ଜିଲ୍ଲା ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ଇଓଡବ୍ଲ୍ୟୁ ପକ୍ଷରୁ ତଦନ୍ତ ଜାରି ରହିଛି। କେବଳ ପୂର୍ବତନ ନିର୍ବାହୀ ଅଧିକାରୀଙ୍କ ସମୟରେ ନୁହେଁ ବରଂ ଏବେର ନିର୍ବାହୀ ଅଧିକାରୀ ଗୌରବ ଚନ୍ଦ୍ର ପ୍ରଧାନଙ୍କ ସମୟରେ ମଧ୍ୟ କ୍ୟାସ୍ବୁକ୍ ନଦେଖି ୨ କୋଟିରୁ ଅଧିକ ଟଙ୍କାର … Read more