ଗୁରୁ ଦିବସରେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ତିନି ଛାତ୍ରୀ ଆହତ
ଭଦ୍ରକ: ଭଦ୍ରକ ବାସୁଦେବପୁର ବ୍ଲକ୍ କିସ୍ମତ କୃଷ୍ଣପୁର ପଞ୍ଚାୟତର ବହୁମାଘେରି ସରକାରୀ ବିଦ୍ୟାଳୟରେ ଘଟିଛି ଅଘଟଣ । ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସିବାରୁ ୩ ଛାତ୍ରୀ ଆହତ ହୋଇଛନ୍ତି । ଆହତ ଛାତ୍ରୀଙ୍କୁ ଶିକ୍ଷକ ଓ ଅଭିଭାବକ ନେଇ ବାସୁଦେବପୁର ମେଡିକାଲ୍ରେ ଭର୍ତ୍ତି କରିଛନ୍ତି । ଅଘଟଣ ନେଇ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଶାନ୍ତ ମାଝୀ କହିଛନ୍ତି, ଏହା ଦୁଃଖଦ ଘଟଣା । ଏଥିପାଇଁ ପ୍ରଶାସନ ଦାୟୀ ରହିବ । ଆଜି ପିଲାଙ୍କର କିଛି ହୋଇଥିଲେ ମୋତେ … Read more