ନେପାଳ ପ୍ରଧାନମନ୍ତ୍ରୀ କେ,ପି ଓଲି ଦେଲେ ଇସ୍ତଫା …
ନେପାଳ: ନେପାଳରେ ବିଦ୍ରୋହ ଜାରି ରହିଥିବାବେଳେ, ପ୍ରଧାନମନ୍ତ୍ରୀ କେ ପି ଓଲି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଏହା ବ୍ୟତୀତ ଏପର୍ଯ୍ୟନ୍ତ ଉପ-ପ୍ରଧାନମନ୍ତ୍ରୀଙ୍କ ସମେତ ଦଶ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସରକାର ସୋସିଆଲ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇସାରିଥିଲେ ବି କାଠମାଣ୍ଡୁର ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ମଙ୍ଗଳବାର ସକାଳଠାରୁ ପ୍ରଦର୍ଶନକାରୀମାନେ ସଂସଦ ଭବନ ବାହାରେ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ସ୍ଲୋଗାନ ଦେଉଛନ୍ତି। ନେପାଳରେ ରାଷ୍ଟ୍ରପତି ଭବନରେ ବିକ୍ଷୋଭକାରୀମାନେ ନିଆଁ ଲଗାଇ ଦେଇଛନ୍ତି। ନେପାଳରେ ସୋସିଆଲ ମିଡିଆ … Read more