କ୍ଷୀର ଅପମିଶ୍ରଣ ବେଳେ ପୋଲିସର ଚଢ଼ାଉ; ମିଶା ଯାଉଥିଲା ଲୁଣ, ପାଉଡର୍ ଓ କେମିକାଲ୍
ଆଠଗଡ଼: କଟକ ଜିଲ୍ଲା ଗୁରୁଡ଼ି ଝାଟିଆ ଥାନା କୁଷ୍ପଙ୍ଗୀ ନିକଟରେ କ୍ଷୀର ଅପମିଶ୍ରଣ ବେଳେ ପୋଲିସକଲା ଚଢ଼ାଉ । କ୍ଷୀର କରୁଥିଲେ ଭେଜାଲ୍। କ୍ଷୀର ଟ୍ୟାଙ୍କର ଡ୍ରାଇଭର ସମେତ ଅପମିଶ୍ରିତ କରୁଥିବା ଦୁର୍ବୃତ୍ତ ଘଟଣା ସ୍ଥଳରୁ ଫେରାର୍ ଅଛନ୍ତି। ଘଟଣା ସ୍ଥଳରୁ କ୍ଷୀର ଅପମିଶ୍ରଣରେ ବ୍ୟବହୃତ ସାମଗ୍ରୀ ଜବତ କରିଛି ପୋଲିସ। ସମ୍ବଲପୁରରୁ କଟକର ଏକ କମ୍ପାନୀକୁ ଯାଉଥିବା ବେଳେ ଗାଡିଟି ଧରାପଡ଼ିଛି। ଦଲାଲ ମାନେ ଲୁଣ, ପାଉଡର୍ ଓ କେମିକାଲକୁ କ୍ଷୀରରେ ଅପମିଶ୍ରିତ କରୁଥିବା କୁହାଯାଇଛି … Read more