ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ ଛାତ
କୋରାପୁଟ: ଏସପିଙ୍କ କାର୍ଯ୍ୟାଳୟ ନିକଟରେ ଅଘଟଣ । କୋରାପୁଟରେ ମାର୍କେଟ୍ କମ୍ପ୍ଲେକ୍ସ ଭୁଶୁଡ଼ିବା ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ପାନ ଦୋକାନୀ ପି.ଲୋକନାଥଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତାଙ୍କୁ ପ୍ରଥମେ ଉଦ୍ଧାର କରି କୋରାପୁଟ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଏବେ ବି ୨ ଜଣ ଛାତ ତଳେ ଚାପି ହୋଇ ରହିଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି … Read more