ବାଣଗୋଦାମରେ ବିସ୍ଫୋରଣ
ବୌଦ୍ଧ: ଜିଆକଟା ଓ ଛତ୍ରପୁର ଗାଁ ମଧ୍ୟ ଭାଗରେ ବିସ୍ଫୋରଣରେ ଭୁଶୁଡିଲା ଘର । ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଭୟଙ୍କର ବିସ୍ଫୋରଣରେ ଘର ସଂପୂର୍ଣ୍ଣ ଭାବେ ମାଟିରେ ମିଶି ଯାଇଛି । ଭଙ୍ଗା ଘର ତଳେ ଲୋକେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ପୋଲିସ ଓ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । କ୍ଷତିପୂରଣ ଦାବିରେ ଜିଆକଟା, ଛତ୍ରପୁର, … Read more