ମୟୂରଭଞ୍ଜରେ ହେବ ନୂଆ ଆୟୁର୍ବେଦିକ କଲେଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରେ ହେବ ନୂଆ ଆୟୁର୍ବେଦିକ କଲେଜ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆୟୁର୍ବେଦ ହେଉଛି ସାରା ବିଶ୍ୱକୁ ଭାରତର ଏକ ଅମୂଲ୍ୟ ଅବଦାନ। ଏହା ଜୀବନର ଏକ ଧାରା । ଆମ ଉଦ୍ଦେଶ୍ୟ ହେଉଛି ଆୟୁର୍ବେଦକୁ … Read more