ଛାତ୍ର – ପୋଲିସ ମୁହାଁମୁହିଁ: ଲଦାଖ
ଲଦାଖ: ରାସ୍ତାକୁ ଓହ୍ଲାଇଲେ ଯୁବ ପିଢ଼ି । ଲଦାଖରେ ନେପାଳ ଭଳି ସ୍ଥିତି । ଆଜି ଲେହ-ଲଦାଖରେ ଯୁବ ପ୍ରଦର୍ଶନକାରୀଙ୍କ ପ୍ରତିବାଦ ହିଂସାତ୍ମକ ରୂପ ନେଇଛି। ରାସ୍ତାରେ ପ୍ରତିବାଦ କରୁଥିବା ଜେନ୍-ଜିମାନେ ବିଜେପି କାର୍ଯ୍ୟାଳୟ ଉପରେ ଆକ୍ରମଣ କରିବା ସହ ପଥର ମାଡ଼ କରିଛନ୍ତି। ଏହା ସହ ଏକ ପୋଲିସ ଗାଡ଼ିକୁ ମଧ୍ୟ ଜାଳି ଦିଆଯାଇଥିବା ଜଣାପଡ଼ିଛି। ଖବର ଅନୁସାରେ, ସୋନମ୍ ୱାଙ୍ଗଚୁକଙ୍କ ସମର୍ଥନରେ ଲେହରେ ଛାତ୍ରମାନେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବଡ଼ ଧରଣର ପ୍ରତିବାଦ କରୁଛନ୍ତି … Read more