ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପୋଲିସ SI ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର:ରାଜ୍ୟରେ ହେବାକୁ ଥିବା ପୋଲିସ SI ପରୀକ୍ଷା ସ୍ଥଗିତ । ଓଡ଼ିଶା ପୋଲିସ ପକ୍ଷରୁ ପରୀକ୍ଷା ତାରିଖ ସ୍ଥଗିତ ଘୋଷଣା । ଆସନ୍ତା ଅକ୍ଟୋବର 5 ଓ 6 ତାରିଖରେ ହୋଇଥାନ୍ତା ଏସଆଇ ପରୀକ୍ଷା । ପରବର୍ତ୍ତୀ ସମୟରେ ପରୀକ୍ଷା ତାରିଖ ଘୋଷଣା ହେବ ।ସୂଚନା ଅନୁଯାୟୀ ଓଡ଼ିଶା ପୋଲିସର ସବ୍ ଇନ୍ସପେକ୍ଟର ପଦବୀ ପାଇଁ ହେବାକୁ ଥିବା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଥିଲା । ପରୀକ୍ଷାର୍ଥୀଙ୍କୁ ୩ଟି ବସରେ ଆନ୍ଧ୍ରପ୍ରଦେଶ … Read more