RSS ର ଶତବାର୍ଷକୀ ଉତ୍ସବ ପାଳନ
ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ଶତବାର୍ଷିକୀ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ RSSର ଅବଦାନକୁ ଦର୍ଶାଇ ଏକ ସ୍ମାରକୀ ଡାକ ଟିକେଟ୍ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ଭାରତ ସରକାର ସଂଘର ଗୌରବମୟ ୧୦୦ ବର୍ଷର ଯାତ୍ରାକୁ ସ୍ମରଣ କରିବା ପାଇଁ ଆଜି ସ୍ବତନ୍ତ୍ର ଡାକ ଟିକେଟ୍ ଏବଂ ସ୍ମାରକୀ ମୁଦ୍ରା ଜାରି କରିଛନ୍ତି । ୧୦୦ ଟଙ୍କାର ଏହି ମୁଦ୍ରାରେ ଗୋଟିଏ ପାର୍ଶ୍ୱରେ ଜାତୀୟ ପ୍ରତୀକ ଏବଂ ଅନ୍ୟ ପାର୍ଶ୍ୱରେ ସିଂହ ସହିତ … Read more