ପାଣ୍ଡରାରେ ଫିସ ମାର୍କେଟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୧୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ପାଣ୍ଡରାରେ ଫିସ ମାର୍କେଟର ଶିଳାନ୍ୟାସ କରିବେ । ଭର୍ଚୁଆଲ୍ ଜରିଆରେ ଫିସ୍ ମାର୍କେଟ୍ର ଶିଳାନ୍ୟାସ କରିବେ ମୋଦି। ପ୍ରାୟ ୬୦ କୋଟି ବ୍ୟୟରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ଯୋଜନାରେ ନିର୍ମାଣ ହେବ ଏହି ଫିସ ମାର୍କେଟ। ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ଭୁବନେଶ୍ବରର ପାଣ୍ଡରା ଅଂଚଳରେ ଏହି ଆଧୁନିକ ମାଛ ମାର୍କେଟ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ ଭୁବନେଶ୍ବର ସାଂସଦ … Read more