ବିଜେପିରେ ଯୋଗଦେଲେ ଜୟ ଢୋଲକିଆ
ଭୁବନେଶ୍ୱର: ବଦଳିଗଲା ନୂଆପଡ଼ା ଆସନ ସମୀକରଣ। ଉପନିର୍ବାଚନ ପୂର୍ବରୁ ବିଜେଡ଼ିକୁ ଲାଗିଛି ପ୍ରଥମ ଝଟକା । ଶେଷରେ ଆଜି ପୂର୍ବତନ ବିଜେଡ଼ି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଶତାଧିକ ସମର୍ଥକଙ୍କ ସହିତ ବଡ଼ ଶୋଭାଯାତ୍ରାରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସଭାପତି ମନମୋହନ ସାମଲଙ୍କ ବହୁ ତୁଙ୍ଗ ନେତୃବୃନ୍ଦଙ୍କ ଉପସ୍ଥିତିରେ ସେ ଯୋଗଦେଇଛନ୍ତି । ଜୟ ଢୋଲକିଆରେ ବିଜେଡ଼ିରୁ ଉପନିର୍ବାଚନ … Read more