ବିଜେଡି ନେତା ଲମ୍ବୋଦର ନିଆଲ ଧରିଲେ ପଦ୍ମ ; ବିଜେଡିକୁ ପୁଣି ଏକ ଝଟ୍କା
ଭୁବନେଶ୍ୱର: ନୂଆପଡ଼ା ରାଜନୀତିରେ ବିଜେଡିକୁ ଶକ୍ତ ଝଟ୍କା ଲାଗିଛି । ବିଜେଡ଼ି ଛାଡି ବିଜେପିରେ ମିଶିଛନ୍ତି ବିଜେଡ଼ିର ବରିଷ୍ଠ ନେତା ଲମ୍ବୋଦର ନିଆଲ । କଳାହାଣ୍ଡି ଲୋକସଭା ଆସନରୁ ବିଜେଡି ଟିକେଟ୍ରେ ଲଢ଼ିଥିଲେ । ଆଜି ଲମ୍ବୋଧର ନିଜ ଇସ୍ତଫାପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ମାଧ୍ୟମରେ ଲେଖିଥିବା ଖବର ମିଳିଛି। ଏହାପରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଆଜି ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଲମ୍ବୋଧର ଉପସ୍ଥିତ ରହିଥିଲେ। ଆଜି ସକାଳୁ ଜୟ … Read more