INS ବିକ୍ରାନ୍ତରେ ଯବାନଙ୍କ ସହ ଦୀପାବଳି ମନାଇଲେ ମୋଦୀ
ଗୋଆ:ପ୍ରତିଥର ଭଳି ଏଥର ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସୈନିକମାନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି । ଏଥର, ପ୍ରଧାନମନ୍ତ୍ରୀ ମୋଦି ଗୋଆ ଏବଂ କରୱାର ଉପକୂଳରେ ଅବସ୍ଥିତ INS ବିକ୍ରାନ୍ତକୁ ଦୀପାବଳି ପାଳନ କରିବା ପାଇଁବାଛିଥିଲେ। ସେଠାରେ ସୈନିକମାନଙ୍କୁ ସମ୍ବୋଧିତ କରି ମୋଦି କହିଛନ୍ତି ଯେ, ଭାରତୀୟ ସ୍ଥଳସେନା, ବାୟୁସେନା ଏବଂ ଭାରତୀୟ ନୌସେନା ମଧ୍ୟରେ ସମନ୍ବୟ ପାକିସ୍ତାନକୁ ଅପରେଶନ ସିନ୍ଦୂରରେ ଆତ୍ମସମର୍ପଣ କରିବାକୁ ବାଧ୍ୟ କରିଥିଲା। ଯେଉଁମାନଙ୍କ ପାଖରେ ନିଜ ଦମରେ ଲଢ଼ିବାର … Read more