December 6, 2025 11:38 am

ବାଙ୍ଗାଲୋରରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ

କେନ୍ଦୁଝର: ବାଙ୍ଗାଲୋରରେ ଭଡା ଘରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ। ଭଡ଼ା ଘରୁ ମୃତଦେହ ଉଦ୍ଧାର ହୋଇଥିବା ଖବର ରହିଛି। ବାଙ୍ଗାଲୋରରେ କାମ କରୁଥିବା ଦେଉଳଡିହା ଗ୍ରାମର ଦମ୍ପତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୃତ ଦମ୍ପତି ହେଲେ ରାକେଶ ପାତ୍ର (୨୫) ଓ ସୀମା ନାୟକ । ଖବର ଅନୁସାରେ, ଦେଉଳଡିହା ଗ୍ରାମର ଟଙ୍କଧର ପାତ୍ରଙ୍କ ପୁଅ ସ୍ଥାନୀୟ ଛାମୁଣ୍ଡା ପଞ୍ଚାୟତ ସିରିଆ ବାହାଳ ଗ୍ରାମର ହୃନନ୍ଦଦା ୟକଙ୍କ ଝିଅ ସୀମାକୁ ତିନି ଚାରି ବର୍ଷ ପୂର୍ବେ … Read more

ସୋଆରେ ଆଇଇଇଇର ଷ୍ଟୁଡେଂଟ ବ୍ରାଂଚ ଓ କମ୍ପ୍ୟୁଟର ସୋସାଇଟି ଷ୍ଟୁଡେଂଟ ବ୍ରାଂଚ ଚାପ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର ୨୧/୧୦: ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୃତିଗତ, ବୈଷୟିକ ଏବଂ ଗବେଷଣାତ୍ମକ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟର୍ସ (ଆଇଇଇଇ)ର ଷ୍ଟୁଡେଂଟ ବ୍ରାଂଚ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପରିସରରେ ନିକଟରେ ଉଦ୍‌ଘାଟିତ ହୋଇଯାଇଛି । ସେହିପରି ଆଇଇଇଇ କମ୍ପ୍ୟୁଟର ସୋସାଇଟିର ସୋଆ ଷ୍ଟୁଡେଂଟ ବ୍ରାଂଚ ଚାପ୍ଟର ମଧ୍ୟ ଏହି ଅବସରରେ ଆରମ୍ଭ କରାଯାଇଛି । ଏଥି ନିମନ୍ତେ … Read more

ନୂଆପଡ଼ା ବିଧାନସଭା ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ମଣ୍ଡଳୀରେ ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବହାଦୁର ଖୁରାନିଆ ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି। ଡିଜିପି ଶ୍ରୀ ଖୁରାନିଆ ଏକ ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ । ନିର୍ବାଚନ ଆଚରଣ ବିଧିର କଡାକଡି ଅନୂପାଳନ ଏବଂ ଭିଆଇପି ଓ ଭିଭିଆଇପିଙ୍କ ଗସ୍ତ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା … Read more

ଲଘୁଚାପଜନିତ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି:ସୁରେଶ ପୂଜାରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି। ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ … Read more

ପାକିସ୍ତାନକୁ ଆଫଗାନିସ୍ତାନର କଡ଼ା ଜବାବ

କାବୁଲ : ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପାଇଁ ଭାରତ କୁ ଦାୟୀ କରିବା ଅଭିଯୋଗ ଉପରେ ତାଲିବାନ୍‌ର ପ୍ରତିରକ୍ଷା ମନ୍ତ୍ରୀ ମୌଲବୀ ମହମ୍ମଦ ୟାକୁବ ମୁଜାହିଦ୍ ପାକିସ୍ତାନ କୁ କଡ଼ା ଜବାବ ଦେଇଛନ୍ତି। ସେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ୍ ଶରିଫଙ୍କ ବୟାନକୁ ‘ଆଧାରହୀନ ଓ ମୂଲ୍ୟହୀନ’ ବୋଲି କହିଛନ୍ତି। ୟାକୁବ୍ ମୁଜାହିଦ୍ କହିଛନ୍ତି ଯେ, ଆଫଗାନିସ୍ତାନ ଏକ ସ୍ୱାଧୀନ ରାଷ୍ଟ୍ର ଏବଂ କେହି କାବୁଲ୍ ଉପରେ ହୁକୁମ୍ ଚଳାଇ ପାରିବେ ନାହିଁ। ଆଫଗାନିସ୍ତାନ ଭାରତ … Read more