ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ନିଯୁକ୍ତ ହେବେ ୪୨୧୯ ଜଣ କନଷ୍ଟେବଳ
ଭୁବନେଶ୍ୱର: ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି ଯେ, ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦ ଏବେ ସିଧାସଳଖ ପୂରଣ ହେବ। ଏ ବାବଦରେ ଗୃହବିଭାଗ ଉପସଚିବ ତରୁଣ କୁମାର ପଣ୍ଡା ପୋଲିସ ମହାନିର୍ଦ୍ଦେଶକ ଏବଂ ଆଇଜିଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ରାଜ୍ୟ ପୋଲିସ ମୁଖ୍ୟାଳୟର ପ୍ରସ୍ତାବକୁ ସରକାରଙ୍କ ଅନୁମୋଦନ ମିଳିଥିବା ବେଳେ ଏନେଇ ପୋଲିସ ଡିଜିଙ୍କୁ ଚିଠି ଲେଖି ଜଣାଇଛି ଗୃହ ବିଭାଗ। ରାଜ୍ୟରେ ଖାଲି ପଡ଼ିଥିବା କନଷ୍ଟେବଳ ପଦ ପୂରଣ ନେଇ ରାଜ୍ୟ … Read more