ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା : ଜିରୋ କାଜୁଆଲଟି ର ଲକ୍ଷ୍ୟ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ, କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ବିଭାଗକୁ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ବାତ୍ୟା ଦାନା ଭଳି ମୋନ୍ଥାରେ ଜିରୋ କାଜୁଆଲ୍ଟିର ଲକ୍ଷ୍ୟ ରଖି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କୌଣସି ବିପଦ ସଂକୁଳ ଅଞ୍ଚଳରେ ଯେପରି ଜଣେ ବି ଲୋକ ରହିଯିବେ ନାହିଁ, ସମସ୍ତେ … Read more