CMC ବୈଠକରେ ଗଣ୍ଡଗୋଳ;ବୈଠକ ଅଧାରୁ ପଳେଇଲେ ମେୟର ଓ କମିଶନର
କଟକ: କଟକରେ ସିଏମସି କାଉନସିଲ ବୈଠକ ବସିଥିବା ବେଳେ ଆଜି ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପିର କର୍ପୋରେଟର। ଏପରିକି ମାଇକ ଭାଙ୍ଗିବା, ଫୁଲଦାନୀ ଫୋପାଡ଼ିବା ସହ ଠେଲପେଲା ହେବାଭଳି ପରିସ୍ଥିତି ଦେଖିବାକୁ ମିଳିଛି। ପରିଣାମ ସ୍ୱରୂପ କାଉନସିଲ ବୈଠକ ଅଧାରୁ ବନ୍ଦ ରହିଛି। ଉଭୟ ପକ୍ଷଙ୍କୁ ବୁଝାଇବା ଲାଗି ମେୟର ଯେତେ ଚେଷ୍ଟା କରିଥିଲେ ସୁଧା ପରିସ୍ଥିତି ସୁଧୁରିନଥିଲା। ଶେଷରେ ପରିସ୍ଥିତି ଏଭଳି ହୋଇଥିଲା ଯେ, ଚେୟାର ଛାଡି ଗୃହରୁ ପଳାଇଥିଲେ ମେୟର ସୁବାଷ ସିଂହ … Read more