December 6, 2025 11:02 am

୧୫୧ ଗ୍ରାମର ବ୍ରାଉନସୁଗାର ଜବତ, ୪ ଗିରଫ: ଅପରେସନ ଚକ୍ରର ସଫଳତା

ପୁରୀ: ଅପରେସନ ଚକ୍ର ଅଭିଯାନରେ ଜବତ ହୋଇଛି ୧୫୧ ଗ୍ରାମର ବ୍ରାଉନସୁଗାର । ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ । ଏହି ଘଟଣାରେ ପୋଲିସ ଚାରି ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ନଗଦ ୬ ଲକ୍ଷ ୩୦ ହଜାର ୭ ଟଙ୍କା ଜବତ ହୋଇଛି । ସୂଚନା ମୁତାବକ, ବ୍ରାଉନସୁଗାର କାରବାର ନେଇ ପୁରୀ ପୋଲିସ ବିଶ୍ବସ୍ତ ସୂତ୍ରରୁ ଖବର ପାଇଥିଲା । ଏହାପରେ ଅପରେସନ ଚକ୍ର ଆଧାରରେ ସର୍ଚ୍ଚ … Read more

ନୂଆପଡ଼ା ଗସ୍ତରେ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀ

ନୂଆପଡା: ନୂଆପଡ଼ାରେ ଧିରେ ଧିରେ ଜମିଲାଣି ପ୍ରଚାର। ପ୍ରାର୍ଥୀଙ୍କ ହାତରେ ପ୍ରଚାର ପାଇଁ ରହିଲା ଆଉ ସପ୍ତାହେ । ଏହି ଉପନିର୍ବାଚନ ତିନି ଦଳ ପାଇଁ ପାଲଟିଛି ସମ୍ମାନର ବିଷୟ । ଏହି କ୍ରମରେ କଂଗ୍ରେସ ପାଇଁ ପ୍ରଚାର କରିବାକୁ ଆସୁଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । ସେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ପ୍ରଚାର କରିବେ । ଏ ନେଇ ରବିବାର ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ସୋସଲିଆଲ … Read more

ଉତ୍ତରାଖଣ୍ଡରୁ ଗିରଫ ହୋଇ ଭୁବନେଶ୍ୱରରେ ପହଞ୍ଚିଲା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି

ଭୁବନେଶ୍ୱର: ବହୁଚର୍ଚ୍ଚିତ ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିକୁ ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱକୁ ଆଣିଲା କ୍ରାଇମ୍‌ବ୍ରାଞ୍ଚ । ଏୟାରପୋର୍ଟରୁ ସିଧା କ୍ରାଇମ୍‌ବ୍ରାଞ୍ଚ ଅଫିସ୍ ଗଲା ଶଙ୍କର ପୃଷ୍ଟି । ନେପାଳ ସୀମା ଉତ୍ତରାଖଣ୍ଡ ଅଞ୍ଚଳରୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଶଙ୍କର କହିଛି ଯେ ତା ଉପରେ ଯେଉଁ ଅଭିଯୋଗ ଆସିଛି ତାହା ସମ୍ପୂର୍ଣ୍ଣ ମିଛ । ହାଇକୋର୍ଟରେ ମୁଁ ଆଗୁଆ ଜାମିନ ଆବେଦନ କରିଛି ବୋଲି କହିଛି ଶଙ୍କର । ପୋଲିସ … Read more

ଜାଭେଦ ଅଖତରଙ୍କୁ ମିଳିବ ସୋଆ ସାହିତ୍ୟ ସମ୍ମାନ ୨୦୨୫

ଭୁବନେଶ୍ୱର: ଭାରତୀୟ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପଦ୍ମଭୂଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ। ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପରିସରରେ ନଭେମ୍ବର ୨୯ ତାରିଖରେ ଆୟୋଜିତ ହେବାକୁ ଥିବା ଦୁଇ ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ତାଙ୍କୁ ସମ୍ବର୍ଦ୍ଧିତ କରାଯିବ। ଜଣେ ଉଚ୍ଚକୋଟୀର ଗୀତିକାର ଭାବେ ତାଙ୍କର କୃତି ଭାରତୀୟ ସିନେମାକୁ ଆହୁରି ସମୃଦ୍ଧ କରିବାରେ ସହାୟକ ହୋଇଛି। … Read more

କୋରାପୁଟ ବିଧାୟକଙ୍କ ପିଏସଓ ନିଲମ୍ବିତ

ନୂଆପଡା: ନୂଆପଡ଼ା ଜିଲ୍ଲା କୋମନା ଅଞ୍ଚଳରେ ଶନିବାର ଘଟିଥିବା ଫାଙ୍କା ଗୁଳିକାଣ୍ଡ ଘଟଣାରେ କୋରାପୁଟ ବିଧାୟକଙ୍କ ପିଏସଓ ନିଲମ୍ବିତ ହୋଇଛନ୍ତି। କୋରାପୁଟ ଏସପି ପିଏସଓ ଡମ୍ବରୁ ହନ୍ତାଳଙ୍କୁ ନିଲମ୍ବିତ କରିଛନ୍ତି। ଅନୁଯାଇ, ଶନିବାର କୋମନାର ଏକ ହୋଟେଲରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଯାହାଫଳରେ ପିଏସଓ ହନ୍ତାଳ ଫାଙ୍କା ଗୁଳିଚାଳନା କରିଥିଲେ। ନିର୍ବାଚନୀ ପ୍ରଚାର ଚାଲିଥିବା ସମୟରେ ଏଭଳି ଗୁଳିକାଣ୍ଡକୁ ବିଜେଡି ରାଜନୈତିକ ରୂପ ଦେବା ସହିତ ବିଜେପି ନିର୍ବାଚନ ଜିତିବାକୁ ଗୁଳି ଫୁଟାଉଛି ବୋଲି … Read more

ECI ପକ୍ଷରୁ ବିହାରର ତିନି ବରିଷ୍ଠ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବିହାର ବିଧାନସଭା ସାଧାରଣ ନିର୍ବାଚନ ୨୦୨୫ କୁ ମୁକ୍ତ, ଅବାଧ ଓ ନିରପକ୍ଷ ଭାବରେ ଅନୁଷ୍ଠିତ କରିବା ଲକ୍ଷ୍ୟ ନେଇ ଭାରତ ନିର୍ବାଚନ ଆୟୋଗ ବିହାରର ୧୭୮-ମୋକାମା ବିଧାନସଭା ମଣ୍ଡଳୀର ତିନିଜଣ ବରିଷ୍ଠ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ନିର୍ବାଚନ ଆୟୋଗ ମୁଖ୍ୟ ନିର୍ବାଚନ ଅଧିକାରୀ, ବିହାରଙ୍କୁ ଶ୍ରୀ ଚନ୍ଦନ କୁମାର, ଏସ ଡି ଓ , ବାଢ଼ ତଥା ୧୭୮-ମୋକାମା ବିଧାନସଭା ମଣ୍ଡଳୀର ରିଟର୍ନିଂ ଅଫିସରଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ … Read more