December 6, 2025 1:23 pm

ନୂଆପଡା କୋମନାରେ ପ୍ରଚାର କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର ପାଇଁ ନୂଆପଡାରେ ପହଂଚିଛନ୍ତି । କୋମନା ବ୍ଲକ ର ତାରାବୋଡ଼,ଧାନମଣ୍ଡି ପଡିଆ ରେ ଆୟୋଜିତ ବିରାଟ ନିର୍ବାଚନୀ ସଭାରେ ଯୋଗ ଦେଇଥିବା ହଜାର ହଜାର ଲୋକଙ୍କୁ ଉଦବୋଧନ ଦେଇ ନୂଆପଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଶଙ୍ଖ ଚି଼ହ୍ନରେ ଭୋଟ ଦେବା ପାଇଁ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ । ନବୀନ ପଟ୍ଟନାୟକ ତାଙ୍କ ଉଦବୋଧନରେ ପ୍ରଥମେ ପୂର୍ବତନ ବିଧାୟକ ରାଜେନ୍ଦ୍ର … Read more

ତେଲେଙ୍ଗାନାରେ ବସ୍‌- ଟ୍ରକ୍‌ ମୁହାଁମୁହିଁ ଧକ୍କା; ୨୦ ମୃତ, ଅନେକ ଆହତ

ହାଇଦ୍ରାବାଦ: ଆଜି ସକାଳେ ରାଜ୍ୟର ରଙ୍ଗାରେଡ୍ଡି ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍ ଏବଂ ଏକ ଡମ୍ପର ଟ୍ରକ୍ ଧକ୍କାରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ପୋଲିସ ଅନୁଯାୟୀ, ଏକ ପଥର ବୋଝେଇ ଡମ୍ପର ଟ୍ରକ୍ ଏକ ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି। ବସଟିରେ ଅଧିକାଂଶ ପିଲା ଏବଂ ଅଫିସ ଯାଉଥିବା ଲୋକ ଥିବାବେଳେ ଯେଉଁମାନଙ୍କ ମଧ୍ୟରୁ … Read more

ରୁଚି କମ୍ପାନୀର ପ୍ରତିଷ୍ଠାତା ଶରତ ସାହୁଙ୍କ ପରଲୋକ

କଟକ : ରୁଚି କମ୍ପାନୀର ପ୍ରତିଷ୍ଠାତା ଶିଳ୍ପପତି ଶରତ ସାହୁଙ୍କ ପରଲୋକ। ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ରୁଚି ବ୍ରାଣ୍ଡ କମ୍ପାନୀର ଓଏଫଏମଏଲର ଏମଡି ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ଶରତ ସାହୁ ୧୯୫୦ ମସିହା ଜୁଲାଇ ୨୩ ତାରିଖରେ କଟକର ରାଣୀହାଟଠାରେ ଜନ୍ମ ଗ୍ରହଣ କରିଥିଲେ । ସେ ସ୍ୱର୍ଗତ ବନମାଳି ସାହୁ ଓ ମଇନା ଦେବୀଙ୍କ ପୁଅ । ୧୯୭୬ରେ … Read more

ପ୍ରଥମ ଥର ମହିଳା ବିଶ୍ୱକପ୍ ଜିତିଲା ଟିମ୍ ଇଣ୍ଡିଆ

ନଭିମୁମ୍ବାଇ: ଭାରତୀୟ ମହିଳା ଦଳ ଇତିହାସ ରଚିଛି। ମହିଳା ଏକଦିବସୀୟ ବିଶ୍ୱକପ୍ 2025 ର ଫାଇନାଲରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ 52 ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ 50 ଓଭରରେ 7 ୱିକେଟ ହରାଇ 298 ରନ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା 246 ରନରେ ଅଲଆଉଟ୍ ହୋଇଯାଇଥିଲା।ଦୀପ୍ତି ଶର୍ମା ଚାରିଟି ୱିକେଟ ନେଇ ମ୍ୟାଚ୍‌ର ମୋଡ଼ ବଦଳାଇ ଦେଇଥିଲେ। ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ … Read more

ଲଞ୍ଚ ହେଲା CMS-03 ସାଟେଲାଇଟ

ନୂଆଦିଲ୍ଲୀ: ଲଞ୍ଚ ହେଲା CMS-03 ସାଟେଲାଇଟ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଦ୍ବାରା ନିର୍ମିତ ଏହି ସାଟେଲାଇଟ ହେଉଛି ଏକ ଯୋଗାଯୋଗ ଉପଗ୍ରହ (କମ୍ୟୁନିକେସନ ସାଟେଲାଇଟ୍‌)। ରବିବାର ସନ୍ଧ୍ୟା ୫:୨୬ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଇସ୍ରୋ ଏହି ୪,୪୧୦ କିଲୋଗ୍ରାମ ଓଜନର ସାଟେଲାଇଟକୁ ମହାକାଶକୁ ଉତକ୍ଷେପଣ କରିଛି । ଏହି ଉପଗ୍ରହକୁ LVM3-M5 ରକେଟ୍ ସାହାଯ୍ୟରେ ଉତକ୍ଷେପଣ କରାଯାଇଥିଲା, ଯାହାକୁ ଏହାର ଭାରୀ ଉଠାଣ କ୍ଷମତା ପାଇଁ “ବାହୁବଳୀ” ନାମ … Read more