କିଟ୍ ନହ୍ନିପରୀ ଆଞ୍ଚଳିକ ଅଡିସନ ଶେଷ, ଡିସେମ୍ବରରେ ଗ୍ରାଣ୍ଡ ଫିନାଲେ
ଭୁବନେଶ୍ୱର: କିଟ୍ ପରିସରରେ ଅନୁଷ୍ଠିତ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୫ତମ ସଂସ୍କରଣ ପାଇଁ ୧୩ରୁ ୧୫ ବର୍ଷ ବୟସର ବହୁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡିସେମ୍ବର ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଏହାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉପସ୍ଥିତ ଥିଲେ। ଅପରପକ୍ଷରେ ବିଚାରକ ଭାବେ ଓଲିଉଡ୍ ତାରକା ପୁନମ ମିଶ୍ର ଓ ସୂର୍ଯ୍ୟମୟୀ ମହାପାତ୍ର, ଲେଭେଲ୍ ରୋସନର ମୁଖ୍ୟ ରୋଷନ ସାହୁ, … Read more