୩୨୫ କୋଟି ଟଙ୍କାର GST ଠକେଇ ମାମଲାର ମାଷ୍ଟରମାଇଣ୍ଡ ଚାଟାର୍ଡ ଆକାଉଣ୍ଟାଣ୍ଟ ନୀଲେଶ୍ ଗିରଫ
ଭୁବନେଶ୍ୱର: ଓଡ଼ିଶାର ଛୋଟ ଛୋଟ ବ୍ୟବସାୟୀଙ୍କ ଜିଏସ୍ଟି ନମ୍ବରକୁ ବ୍ୟବହାର କରି ୩୨୫ କୋଟି ଟଙ୍କା ଜିଏସ୍ଟି ଠକେଇ କରିଥିବା ବଡ଼ ରାକେଟ୍ କୁ କେନ୍ଦ୍ରୀୟ ଜିଏସ୍ଟି ଗୁଇନ୍ଦା ବିଭାଗ ଠାବ କରିଛି। ମାଷ୍ଟରମାଇଣ୍ଡ ତଥା ଚାଟାର୍ଡ ଆକାଉଣ୍ଟାଣ୍ଟ ନୀଲେଶ୍ ଯୋଗେଶ୍ ଜିଗିୱାଲାଙ୍କୁ ଜିଏସ୍ଟି ଗୁଇନ୍ଦା ବିଭାଗ ମୁମ୍ବାଇରୁ ଗିରଫ କରିଛି। ଗିରଫ ପରେ ତାଙ୍କୁ ମୁମ୍ବାଇରୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ଵର ଅଣାଯାଇଥିଲା। ଭୁବନେଶ୍ଵରରେ ପହଞ୍ଚିବା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଜାମିନ୍ ନାମଞ୍ଜୁର ହେବାରୁ … Read more