December 6, 2025 2:30 pm

ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ….

ଭୁବନେଶ୍ୱର: ନର୍ସିଂ ଏଭଳି ଏକ ମହାନ ବୃତି ଯେଉଁଥିରେ କି ବିଶ୍ୱରେ କଷ୍ଟ ଯନ୍ତ୍ରଣା ଭୋଗୁଥିବା ବ୍ୟକ୍ତିଙ୍କୁ ମାନବିକ ସ୍ପର୍ଶ ବଳରେ ସେମାନଙ୍କର ଯନ୍ତ୍ରଣା ଲାଘବ କରିବାର ସୁଯୋଗ ମିଳିଥାଏ ବୋଲି ଶୁକ୍ରବାର କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ। କୋଭିଡ-୧୯ ସମୟରେ ନର୍ସମାନଙ୍କର ମହାନ ବୃତି । ସେମାନଙ୍କ ସେବା ସାରା ବିଶ୍ୱ ଅନୁଭବ କରିଛି ବୋଲି ସୋଆ ପରିଚାଳିତ ସମ ନର୍ସିଂ କଲେଜ -୧ ର … Read more

ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

ନୂଆପଡ଼ା: ଆଜି ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଶେଷ ଦିନ । ଏହି ସମୟରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ କରିଛି । କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି । ମନୋଜ ମିଶ୍ର କୋମନା ବ୍ଲକ୍‌ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ । ପୂର୍ବରୁ ନୂଆପଡ଼ା ଜିଲ୍ଲା ବିଜେଡି ସଭାପତି ଥିଲେ, ଏବେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅଛନ୍ତି । ନୂଆପଡ଼ା ଉପନିର୍ବାଚନ … Read more

ଶ୍ରୀଗୁଣ୍ଡିଚା ମନ୍ଦିର ଦଳାଚକଟା ପାଇଁ ୭ ପୋଲିସ କର୍ମଚାରୀ ଦାୟୀ

ଭୁବନେଶ୍ୱର: ଚଳିତ ବର୍ଷ ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ସମ୍ମୁଖରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିଲା । ଘଟଣାରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ନେତୃତ୍ୱରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉନ୍ନୟନ କମିଶନର ତଦନ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ । ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୋଲିସ ଡିଜିଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ଗୃହ ବିଭାଗର ଅତିରିକ୍ତ ସଚିବ ସୌମେନ୍ଦ୍ର ପାତ୍ର … Read more

କଟକ ରେ କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ

କଟକ: କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ ଘଟିଛି। ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି l କମିସନରେଟ୍‌ ପୋଲିସ କହିଛି ଯେ, ସ୍ବାମୀ,ସ୍ତ୍ରୀ, ଜଣେ ମହିଳା ଓ ଦୁଇ ଛୋଟ ପିଲାଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ଡାକ୍ତରଖାନା ନିଆଯାଇଥିଲା। ସେଠାରେ ବାପା, ମା’ ଓ ଜଣେ ୫ ବର୍ଷର ଶିଶୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।ଏହି ଦୁର୍ଘଟଣାରେ ଜଣେ ମହିଳା ଓ … Read more

EVM ଫଟୋ ସୋସିଆଲ ମିଡିଆରେ ସେୟାର କରିଥିବା ଲୋକଙ୍କ ବିରୋଧରେ ଏତଲା ରୁଜୁ

ବିହାର: ବିଧାନସଭା ନିର୍ବାଚନ ର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସମୟରେ ଇଭିଏମ ର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଥିବା କିଛି ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି l ଆରା, ଗୋପାଲଗଞ୍ଜ ଓ ସାରଣ ଜିଲ୍ଲାରେ ୪ ଜଣ ଲୋକଙ୍କ ବିରୋଧରେ ଏତଲା ରୁଜୁ ହୋଇଛି। ନିର୍ବାଚନ ଆୟୋଗଙ୍କ ନିୟମରେ ସ୍ପଷ୍ଟ ରୂପେ କୁହାଯାଇଛି ମତଦାନ କେନ୍ଦ୍ରକୁ ମୋବାଇଲ ନେଇଯିବା ଓ ଭୋଟିଂ ପ୍ରକ୍ରିୟାର ଫଟୋ ଉଠାଇବା ସମ୍ପୂର୍ଣ୍ଣ ନିଷେଧ। ଏହା ସତ୍ତ୍ୱେ … Read more