ରାଜ୍ୟରୁ ବିଦା ହେବେ ବାଂଲାଦେଶୀ; ଆଇନ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ କଠୋର ରହିଛି । ସରକାର ଆସିବା ପରେ ଗୋଟିଏ ପର୍ଯ୍ୟାୟରେ ଏହି କାର୍ଯ୍ୟ କରାଯାଇଛି ଏବଂ ଆଗକୁ ମଧ୍ୟ ଏହା ଜାରି ରହିବ । ଆଇନ ମନ୍ତ୍ରୀଙ୍କ କହିବାନୁଯାୟୀ, ଯେଉଁଠି ଅନୁପ୍ରବେଶକାରୀ ଅଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ, ସେମାନଙ୍କ … Read more