ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୧୨ ଦେଶର ୪୦ ପ୍ରତିନିଧି
ଭୁବନେଶ୍ୱର: ଲୋକସେବା ଭବନରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ ବା ପ୍ରାଇଡ୍ ପକ୍ଷରୁ ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ ବିଧାନସଭାର ୮୯ ବର୍ଷର ଉତ୍ସର୍ଗୀକୃତ … Read more